ରାଜଧାନୀରେ ସୁନା ରୁପାରେ ଝଟକିବେ ମାଆ | Odisha Reporter
ମାଆ ଦୁର୍ଗାଙ୍କ ଆଗମନ ପାଇଁ ଚଳଚଞ୍ଚଳ ହୋଇଉଠିଛି ଧରାପୃଷ୍ଠ । ଆଜି ପୀଠରେ ସପ୍ତମୀ ପୂଜା ହେଉଥିବା ବେଳେ ମଣ୍ଡପରେ ମହାଷଷ୍ଠୀ ପୂଜା ରହିଛି ।ସବୁଠି ଆଧ୍ୟାତ୍ମିକ ଓ ଉତ୍ସାହର ପରିବେଶ । ଏଥିପାଇଁ ରାଜଧାନୀ ଭୁବନେଶ୍ୱର ସମେତ ଅନ୍ୟାନ୍ୟ ସ୍ଥାନରେ ବିଭିନ୍ନ ପୂଜାମଣ୍ଡପରେ ବ୍ୟାପକ ଆୟୋଜନ କରାଯାଇଛି ।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
