Advertisment

ସୁନା, ଚାନ୍ଦି ମେଢ଼ରେ ଝଟକୁଛନ୍ତି ମାଆ ଦୁର୍ଗା

ଆଜି ପୀଠରେ ସପ୍ତମୀ ପୂଜା ହେଉଥିବା ବେଳେ ମଣ୍ଡପରେ ମହାଷଷ୍ଠୀ ପୂଜା ରହିଛି ।

ଅଦ୍ୟତନ ହୋଇଛି
Advertisment

ମାଆ ଦୁର୍ଗାଙ୍କ ଆଗମନ ପାଇଁ ଚଳଚଞ୍ଚଳ ହୋଇଉଠିଛି ଧରାପୃଷ୍ଠ । ଆଜି ପୀଠରେ ସପ୍ତମୀ ପୂଜା ହେଉଥିବା ବେଳେ ମଣ୍ଡପରେ ମହାଷଷ୍ଠୀ ପୂଜା ରହିଛି ।ସବୁଠି ଆଧ୍ୟାତ୍ମିକ ଓ ଉତ୍ସାହର ପରିବେଶ । ଏଥିପାଇଁ ରାଜଧାନୀ ଭୁବନେଶ୍ୱର ସମେତ ଅନ୍ୟାନ୍ୟ ସ୍ଥାନରେ ବିଭିନ୍ନ ପୂଜାମଣ୍ଡପରେ ବ୍ୟାପକ ଆୟୋଜନ କରାଯାଇଛି । 

Advertisment
Odisha Bhubaneswar Durga Puja
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe