ମା'ଦୁର୍ଗାଙ୍କ ଦିବ୍ୟ ଆଳତି । ସୁବର୍ଣ୍ଣପୁର ଜିଲ୍ଲା ବିନିକା ପୁରୁଣା ବସ ଷ୍ଟାଣ୍ଡ ଦୁର୍ଗା ମନ୍ଦିରରେ ଷୋଡଶ ଉପଚାରରେ ଚାଲିଛି ନବରାତ୍ର ପୂଜା । ତେବେ ପୂଜକମାନେ ଦେବୀ ମା' ଦୁର୍ଗାଙ୍କୁ ନିଆରା ଢଙ୍ଗରେ ଦିବ୍ୟ ଆଳତି ଦିଆଯାଇଥିଲା । ସେହିପରି ମା'ଙ୍କ ଏଇ ଦିବ୍ୟ ଆଳତିରେ ହଜାର ହଜାର ଶ୍ରଦ୍ଧାଳୁ ସାମିଲ ହୋଇ ଜଗତ ଜନନୀ ମା' ଦୁର୍ଗା ଦେବୀଙ୍କୁ ଦର୍ଶନ କରିଛନ୍ତି।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Events & Festivals
ଆଜି ପବିତ୍ର ଧନୁ ସଂକ୍ରାନ୍ତି, ମହାପ୍ରଭୁଙ୍କଠାରେ ଲାଗିହେଲା ପହିଲି ଭୋଗ
ଆଜି ପବିତ୍ର ଧନୁ ସଂକ୍ରାନ୍ତ। ଆଜିଠୁ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପହିଲି ଭୋଗ ଆରମ୍ଭ ହୋଇଛି।
Events & Festivals
ଗୌରବିହାର ଆଶ୍ରମରେ ରାଧାକୃଷ୍ଣଙ୍କ ପାଖରେ ଲାଗି ହେଲା ୮୫୧ ପ୍ରକାରର ବ୍ୟଞ୍ଜନ
ପୁରୀ ବେଳାଭୂମି ଠାରୁ ମାତ୍ର ୨ କିଲୋମିଟର ଦୂରରେ ଅବସ୍ଥିତ ଗୌଡ଼ୀୟ ସମ୍ପ୍ରଦାୟର ଆଶ୍ରମ ଗୌରବିହାର ଆଶ୍ରମ ବା ମାତା ମଠରେ ପ୍ରତି ବର୍ଷ ବ୍ୟଞ୍ଜନ ଦ୍ୱାଦଶୀ ପାଳିତ ହୋଇଆସୁଛି।
Events & Festivals
ବରଗଡ଼ ଧନୁଯାତ୍ରା: କଂସ ଭୂମିକାରେ ଅଭିନୟ କରିବେ ଭୁବନେଶ୍ୱର ପ୍ରଧାନ
ଭୁବନେଶ୍ୱର ପ୍ରଧାନ ପୂର୍ବରୁ ବିଶ୍ଵ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବରେ କଂସ ଭୂମିକାରେ ଅଭିନୟ କରି ସାରିଛନ୍ତି।
Accident
ଦୁଇଟି ବାଇକ୍କୁ ଧକ୍କା ଦେଇ ଓଲଟିଲା ପିକ୍ଅପ୍ ଭ୍ୟାନ୍, ୮ ଷଣ୍ଢ ମୃତ
ଦୁଇଟି ବାଇକ୍କୁ ଧକ୍କା ଦେଇ ଏକ ପିକ୍ଅପ୍ ଓଲଟି ପଡ଼ିବାରୁ ୮ ଷଣ୍ଢଙ୍କ ମୃତ୍ୟୁ ଘଟିଛି।
Events & Festivals
ବାଲୁକା କଳା ଉତ୍ସବ ପାଇଁ ସଜେଇ ହେଉଛି ଚନ୍ଦ୍ରଭାଗା ବେଳାଭୂମି
ଡିସେମ୍ବର ୧ ତାରିଖଠାରୁ ୫ ତାରିଖ ପର୍ଯ୍ୟନ୍ତ ୫ ଦିନ ଧରି ଚନ୍ଦ୍ରଭାଗାର ସ୍ୱର୍ଣ୍ଣାଭ ବେଳାଭୂମିରେ ଆୟୋଜିତ ହେବାକୁ ଯାଉଛି ୧୪ତମ ଆନ୍ତର୍ଜାତୀକ ବାଲୁକା କଳା ଉତ୍ସବ। ସେଥିପାଇଁ ଚନ୍ଦ୍ରଭାଗା ବେଳାଭୂମି ବେଶ ଉତ୍ସବ ମୁଖର ହୋଇଛି।