ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲାଗି ଜୋରସୋରରେ ଚାଲିଛି ପ୍ରସ୍ତୁତି। ଅଙ୍କୁର ପୂଜନ ପରେ ଚାଲିଛି ଯଜ୍ଞ ଅଧିବାସ। ଆଜିଠାରୁ ଆରମ୍ଭ ହେବ ମହାଯଜ୍ଞ।ଶ୍ରୀମନ୍ଦିର ଚାରିଦ୍ୱାରର ରୁଗ୍, ସାମ ଯଦୁ ଓ ଅଥର୍ବ ବେଦ ମନ୍ତ୍ରରେ ପ୍ରକମ୍ପିତ ହେବ। ଶ୍ରୋତ୍ରୀୟ ବ୍ରାହ୍ମଣଙ୍କ ମନ୍ତ୍ରଧ୍ୱନୀରେ ଶ୍ରୀକ୍ଷେତ୍ରରେ ଆଧ୍ୟାତ୍ମିକତା ପରିବେଶ ସୃଷ୍ଟି ହେବ।
ଅନ୍ୟପକ୍ଷରେ ଲୋକାର୍ପଣ ମହୋତ୍ସବ ପାଇଁ ଶ୍ରୀକ୍ଷେତ୍ରରେ ଆରମ୍ଭ ହୋଇଗଲାଣି ଶ୍ରଦ୍ଧାଳୁଙ୍କ ଗହଳି। ଦେଶର କୋଣ ଅନୁକୋଣରୁ ଭକ୍ତଙ୍କ ଭିଡ଼କୁ ଦୃଷ୍ଟିରେ ରଖି ସହରର ୩ ଟିସ୍ଥାନରେ ପାର୍କିଂ ବ୍ୟବସ୍ଥା କରାଯାଇଛି। ୪୪ ପ୍ଳାଟୁନ ଫୋର୍ସ ଓ ସିସିଟିଭି ସର୍ଭେଲାନ୍ସରେ ପୂରା ସହର ଉପରେ ରହିବ ନଜର।
Also Read
ଆସନ୍ତା ୧୭ ତାରିଖରେ ହେବ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ ଉତ୍ସବ। ଏହି ଦିନକୁ ସରକାରୀ ଛୁଟି ଭାବେ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ଏହି ଦିନ ରାଜ୍ୟର ସମସ୍ତ ସରକାରୀ କାର୍ଯ୍ୟାଳୟ, ସ୍କୁଲ ଓ କଲେଜ ବନ୍ଦ ରହିବ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Events & Festivals
ଆରମ୍ଭ ହେଲା ରଥଯାତ୍ରାର ଆଦ୍ୟ ପର୍ବ; ନୟାଗଡ଼ରେ ପହଞ୍ଚିଲା ଆଜ୍ଞାମାଳ
ଶ୍ରୀମନ୍ଦିର ପ୍ରଶାସନର ୩ ଜଣିଆ ପ୍ରତିନିଧି ଦଳ ମହାପ୍ରଭୁଙ୍କ ଆଜ୍ଞାମାଳ ନେଇ ନୟାଗଡ଼ରେ ପହଞ୍ଚିବା ପରେ ସମସ୍ତଙ୍କୁ ସ୍ୱାଗତ କରାଯାଇଛି।
Events & Festivals
ଆଜି ପବିତ୍ର ଧନୁ ସଂକ୍ରାନ୍ତି, ମହାପ୍ରଭୁଙ୍କଠାରେ ଲାଗିହେଲା ପହିଲି ଭୋଗ
ଆଜି ପବିତ୍ର ଧନୁ ସଂକ୍ରାନ୍ତ। ଆଜିଠୁ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପହିଲି ଭୋଗ ଆରମ୍ଭ ହୋଇଛି।
Events & Festivals
ଗୌରବିହାର ଆଶ୍ରମରେ ରାଧାକୃଷ୍ଣଙ୍କ ପାଖରେ ଲାଗି ହେଲା ୮୫୧ ପ୍ରକାରର ବ୍ୟଞ୍ଜନ
ପୁରୀ ବେଳାଭୂମି ଠାରୁ ମାତ୍ର ୨ କିଲୋମିଟର ଦୂରରେ ଅବସ୍ଥିତ ଗୌଡ଼ୀୟ ସମ୍ପ୍ରଦାୟର ଆଶ୍ରମ ଗୌରବିହାର ଆଶ୍ରମ ବା ମାତା ମଠରେ ପ୍ରତି ବର୍ଷ ବ୍ୟଞ୍ଜନ ଦ୍ୱାଦଶୀ ପାଳିତ ହୋଇଆସୁଛି।
Events & Festivals
ବରଗଡ଼ ଧନୁଯାତ୍ରା: କଂସ ଭୂମିକାରେ ଅଭିନୟ କରିବେ ଭୁବନେଶ୍ୱର ପ୍ରଧାନ
ଭୁବନେଶ୍ୱର ପ୍ରଧାନ ପୂର୍ବରୁ ବିଶ୍ଵ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବରେ କଂସ ଭୂମିକାରେ ଅଭିନୟ କରି ସାରିଛନ୍ତି।
Accident
ଦୁଇଟି ବାଇକ୍କୁ ଧକ୍କା ଦେଇ ଓଲଟିଲା ପିକ୍ଅପ୍ ଭ୍ୟାନ୍, ୮ ଷଣ୍ଢ ମୃତ
ଦୁଇଟି ବାଇକ୍କୁ ଧକ୍କା ଦେଇ ଏକ ପିକ୍ଅପ୍ ଓଲଟି ପଡ଼ିବାରୁ ୮ ଷଣ୍ଢଙ୍କ ମୃତ୍ୟୁ ଘଟିଛି।