ଆଜି ୭୫ତମ ସାଧାରଣତନ୍ତ୍ର ଦିବସ। ଦିଲ୍ଲୀରୁ ପଲ୍ଲୀ ସବୁଠି ଉତ୍ସବର ମାହୋଲ। ସେହିଭଳି ଭୁବନେଶ୍ୱର ଗାନ୍ଧୀ ମାର୍ଗରେ ପାଳିତ ହୋଇଛି ରାଜ୍ୟସ୍ତରୀୟ ଗଣତନ୍ତ୍ର ଦିବସ। ରାଜ୍ୟପାଳ ରଘୁବର ଦାସ ଯୋଗଦେଇ ପରେଡରେ ଅଭିବାଦନ ଗ୍ରହଣ କରିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମ୍ମାନୀତ ଅତିଥି ଭାବେ କାର୍ଯ୍ୟକ୍ରମରେ ସାମିଲ ହୋଇଥିଲେ। ଏଥର ପରେଡର ନେତୃତ୍ୱ ନେଇଛନ୍ତି IPS ଅଫିସର ଏ.ବି. ଶିଳ୍ପା ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Events & Festivals
ଆରମ୍ଭ ହେଲା ରଥଯାତ୍ରାର ଆଦ୍ୟ ପର୍ବ; ନୟାଗଡ଼ରେ ପହଞ୍ଚିଲା ଆଜ୍ଞାମାଳ
ଶ୍ରୀମନ୍ଦିର ପ୍ରଶାସନର ୩ ଜଣିଆ ପ୍ରତିନିଧି ଦଳ ମହାପ୍ରଭୁଙ୍କ ଆଜ୍ଞାମାଳ ନେଇ ନୟାଗଡ଼ରେ ପହଞ୍ଚିବା ପରେ ସମସ୍ତଙ୍କୁ ସ୍ୱାଗତ କରାଯାଇଛି।
Events & Festivals
ଆଜି ପବିତ୍ର ଧନୁ ସଂକ୍ରାନ୍ତି, ମହାପ୍ରଭୁଙ୍କଠାରେ ଲାଗିହେଲା ପହିଲି ଭୋଗ
ଆଜି ପବିତ୍ର ଧନୁ ସଂକ୍ରାନ୍ତ। ଆଜିଠୁ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପହିଲି ଭୋଗ ଆରମ୍ଭ ହୋଇଛି।
Events & Festivals
ଗୌରବିହାର ଆଶ୍ରମରେ ରାଧାକୃଷ୍ଣଙ୍କ ପାଖରେ ଲାଗି ହେଲା ୮୫୧ ପ୍ରକାରର ବ୍ୟଞ୍ଜନ
ପୁରୀ ବେଳାଭୂମି ଠାରୁ ମାତ୍ର ୨ କିଲୋମିଟର ଦୂରରେ ଅବସ୍ଥିତ ଗୌଡ଼ୀୟ ସମ୍ପ୍ରଦାୟର ଆଶ୍ରମ ଗୌରବିହାର ଆଶ୍ରମ ବା ମାତା ମଠରେ ପ୍ରତି ବର୍ଷ ବ୍ୟଞ୍ଜନ ଦ୍ୱାଦଶୀ ପାଳିତ ହୋଇଆସୁଛି।
Events & Festivals
ବରଗଡ଼ ଧନୁଯାତ୍ରା: କଂସ ଭୂମିକାରେ ଅଭିନୟ କରିବେ ଭୁବନେଶ୍ୱର ପ୍ରଧାନ
ଭୁବନେଶ୍ୱର ପ୍ରଧାନ ପୂର୍ବରୁ ବିଶ୍ଵ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବରେ କଂସ ଭୂମିକାରେ ଅଭିନୟ କରି ସାରିଛନ୍ତି।
Accident
ଦୁଇଟି ବାଇକ୍କୁ ଧକ୍କା ଦେଇ ଓଲଟିଲା ପିକ୍ଅପ୍ ଭ୍ୟାନ୍, ୮ ଷଣ୍ଢ ମୃତ
ଦୁଇଟି ବାଇକ୍କୁ ଧକ୍କା ଦେଇ ଏକ ପିକ୍ଅପ୍ ଓଲଟି ପଡ଼ିବାରୁ ୮ ଷଣ୍ଢଙ୍କ ମୃତ୍ୟୁ ଘଟିଛି।