"ଆଜି ସେପ୍ଟେମ୍ବର ୫ ତାରିଖ। ଗୁରୁ ଦିବସ। ମହାନ ଶିକ୍ଷାବିତ୍, ଦାର୍ଶନିକ ତଥା ଭାରତର ଦ୍ୱିତୀୟ ରାଷ୍ଟ୍ରପତି ଭାରତରତ୍ନ ଡକ୍ଟର ସର୍ବପଲ୍ଲୀ ରାଧାକ୍ରୀଷ୍ଣନଙ୍କ ଜନ୍ମଦିନ। ତାଙ୍କର ଜନ୍ମଦିନକୁ ସାରା ଦେଶରେ ଗୁରୁ ଦିବସ ରୂପେ ପାଳନ କରାଯାଉଛି। ଏହି ଅବସରରେ ବାଲେଶ୍ୱରରେ ପଳନ ହେଉଛି ଗୁରୁ ଦିବସ ।Advertisment "