‘ପିଲାଙ୍କ ଜୀବନ ସୁଖମୟ ହେଉ’ | Happy Teachers Day | Balasore | Odisha Reporter
Advertisment
ଆଜି ସେପ୍ଟେମ୍ବର ୫ ତାରିଖ। ଗୁରୁ ଦିବସ। ମହାନ ଶିକ୍ଷାବିତ୍, ଦାର୍ଶନିକ ତଥା ଭାରତର ଦ୍ୱିତୀୟ ରାଷ୍ଟ୍ରପତି ଭାରତରତ୍ନ ଡକ୍ଟର ସର୍ବପଲ୍ଲୀ ରାଧାକ୍ରୀଷ୍ଣନଙ୍କ ଜନ୍ମଦିନ। ତାଙ୍କର ଜନ୍ମଦିନକୁ ସାରା ଦେଶରେ ଗୁରୁ ଦିବସ ରୂପେ ପାଳନ କରାଯାଉଛି। ଏହି ଅବସରରେ ବାଲେଶ୍ୱରରେ ପଳନ ହେଉଛି ଗୁରୁ ଦିବସ ।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us