Advertisment

ମହାକାଶ କ୍ଷେତ୍ରରେ ଷ୍ଟାର୍ଟଅପ୍‌ ଆରମ୍ଭ ହୋଇଛି: ପ୍ରଧାନମନ୍ତ୍ରୀ

ଆଜି ୭୮ ତମ ସ୍ବାଧୀନତା ଦିବସ ପାଳନ କରୁଛି ଦେଶ ।

author-image
Manoj Swain

ଦିଲ୍ଲୀ ଲାଲକିଲ୍ଲାରୁ ପ୍ରଧାନମନ୍ତ୍ରୀ ମୋଦିଙ୍କ ସମ୍ବୋଧନ। ପ୍ରଧାନମନ୍ତ୍ରୀ କହିଛନ୍ତି, ୨୦୪୭ ସୁଦ୍ଧା ବିକଶିତ ଭାରତ ଗଠନ ଲକ୍ଷ୍ୟ ରଖାଯାଇଛି। ମହାକାଶ କ୍ଷେତ୍ରରେ ଷ୍ଟାର୍ଟଅପ୍‌ ଆରମ୍ଭ ହୋଇଛି। ଘରୋଇ ସାଟେଲାଇଟ୍ ଲଞ୍ଚ ହେଉଛି। ଯାହାକି ଅତି ଗର୍ବର ବିଷୟ।

Advertisment
PM Modi Indian Independence