ମହାକାଶ କ୍ଷେତ୍ରରେ ଷ୍ଟାର୍ଟଅପ୍ ଆରମ୍ଭ ହୋଇଛି | Odisha Reporter
Advertisment
ଦିଲ୍ଲୀ ଲାଲକିଲ୍ଲାରୁ ପ୍ରଧାନମନ୍ତ୍ରୀ ମୋଦିଙ୍କ ସମ୍ବୋଧନ। ପ୍ରଧାନମନ୍ତ୍ରୀ କହିଛନ୍ତି, ୨୦୪୭ ସୁଦ୍ଧା ବିକଶିତ ଭାରତ ଗଠନ ଲକ୍ଷ୍ୟ ରଖାଯାଇଛି। ମହାକାଶ କ୍ଷେତ୍ରରେ ଷ୍ଟାର୍ଟଅପ୍ ଆରମ୍ଭ ହୋଇଛି। ଘରୋଇ ସାଟେଲାଇଟ୍ ଲଞ୍ଚ ହେଉଛି। ଯାହାକି ଅତି ଗର୍ବର ବିଷୟ।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us