ଅଦିନରେ ମହାପ୍ରଭୁ ଜଗନ୍ନାଥ, ବଳଭଦ୍ର ଓ ସୁଭଦ୍ରାଙ୍କ ରଥଯାତ୍ରା ଆୟୋଜନକୁ ବିରୋଧ କରି ଗଜପତି ମହାରାଜ ଦିବ୍ୟସିଂହ ଦେବଙ୍କ ଚେତାବନୀ ସତ୍ତ୍ୱେ ଡରିଲାନି ଇସ୍କନର ଆମେରିକା ହ୍ୟୁଷ୍ଟନ ୟୁନିଟ୍। ନଭେମ୍ବର ୯ ତାରିଖରେ ଆୟୋଜିତ ରଥଯାତ୍ରା ବା ଫେଷ୍ଟିଭାଲ ଅଫ୍ ବ୍ଲିସରେ ନନ୍ଦିଘୋଷ ଭଳି ଅବିକଳ ରଥ କରି ବୁଲାଇଲା ଇସ୍କନ।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Events & Festivals
ବରଗଡ଼ ଧନୁଯାତ୍ରା: କଂସ ଭୂମିକାରେ ଅଭିନୟ କରିବେ ଭୁବନେଶ୍ୱର ପ୍ରଧାନ
ଭୁବନେଶ୍ୱର ପ୍ରଧାନ ପୂର୍ବରୁ ବିଶ୍ଵ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବରେ କଂସ ଭୂମିକାରେ ଅଭିନୟ କରି ସାରିଛନ୍ତି।
Accident
ଦୁଇଟି ବାଇକ୍କୁ ଧକ୍କା ଦେଇ ଓଲଟିଲା ପିକ୍ଅପ୍ ଭ୍ୟାନ୍, ୮ ଷଣ୍ଢ ମୃତ
ଦୁଇଟି ବାଇକ୍କୁ ଧକ୍କା ଦେଇ ଏକ ପିକ୍ଅପ୍ ଓଲଟି ପଡ଼ିବାରୁ ୮ ଷଣ୍ଢଙ୍କ ମୃତ୍ୟୁ ଘଟିଛି।
Events & Festivals
ବାଲୁକା କଳା ଉତ୍ସବ ପାଇଁ ସଜେଇ ହେଉଛି ଚନ୍ଦ୍ରଭାଗା ବେଳାଭୂମି
ଡିସେମ୍ବର ୧ ତାରିଖଠାରୁ ୫ ତାରିଖ ପର୍ଯ୍ୟନ୍ତ ୫ ଦିନ ଧରି ଚନ୍ଦ୍ରଭାଗାର ସ୍ୱର୍ଣ୍ଣାଭ ବେଳାଭୂମିରେ ଆୟୋଜିତ ହେବାକୁ ଯାଉଛି ୧୪ତମ ଆନ୍ତର୍ଜାତୀକ ବାଲୁକା କଳା ଉତ୍ସବ। ସେଥିପାଇଁ ଚନ୍ଦ୍ରଭାଗା ବେଳାଭୂମି ବେଶ ଉତ୍ସବ ମୁଖର ହୋଇଛି।
Events & Festivals
ବିଶ୍ୱ ଏଡସ୍ ଦିବସ: ଧାରଣା ଓ ବାସ୍ତବତା
ପ୍ରତିବର୍ଷ ଡିସେମ୍ବର ୧କୁ ବିଶ୍ୱ ଏଡସ୍ ଦିବସ ରୂପେ ପାଳନ କରାଯାଉଛି।
Events & Festivals
ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି, ୫ ଘଣ୍ଟା ଦର୍ଶନ ବନ୍ଦ
ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ। ।