Advertisment

ଛଳନା କଲା ଇସ୍କନ!

ନଭେମ୍ବର ୯ ତାରିଖରେ ଆୟୋଜିତ ରଥଯାତ୍ରା ବା ଫେଷ୍ଟିଭାଲ ଅଫ୍ ବ୍ଲିସରେ ନନ୍ଦିଘୋଷ ଭଳି ଅବିକଳ ରଥ କରି ବୁଲାଇଲା ଇସ୍କନ।

ଅଦ୍ୟତନ ହୋଇଛି
Advertisment

ଅଦିନରେ ମହାପ୍ରଭୁ ଜଗନ୍ନାଥ, ବଳଭଦ୍ର ଓ ସୁଭଦ୍ରାଙ୍କ ରଥଯାତ୍ରା ଆୟୋଜନକୁ ବିରୋଧ କରି ଗଜପତି ମହାରାଜ ଦିବ୍ୟସିଂହ ଦେବଙ୍କ ଚେତାବନୀ ସତ୍ତ୍ୱେ ଡରିଲାନି ଇସ୍କନର ଆମେରିକା ହ୍ୟୁଷ୍ଟନ ୟୁନିଟ୍। ନଭେମ୍ବର ୯ ତାରିଖରେ ଆୟୋଜିତ ରଥଯାତ୍ରା ବା ଫେଷ୍ଟିଭାଲ ଅଫ୍ ବ୍ଲିସରେ ନନ୍ଦିଘୋଷ ଭଳି ଅବିକଳ ରଥ କରି ବୁଲାଇଲା ଇସ୍କନ। 

Advertisment
Ratha Yatra
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe