ବେଦମାତା ବେଶରେ ଦର୍ଶନ ଦେଉଛନ୍ତି ମା' ଭଦ୍ରକାଳୀ

କାଳୀପୂଜା ଲାଗି ଉତ୍ସବମୁଖର ଭଦ୍ରକ ସହର। ଭଦ୍ରକର ଅଧିଷ୍ଠାତ୍ରୀ ଦେବୀ ମାଆ ଭଦ୍ରକାଳୀଙ୍କ ପୀଠରେ ସ୍ୱତନ୍ତ୍ର ନୀତିକାନ୍ତି ଚାଲିଛି।

Manoj Swain
  • Published: Sunday, 12 November 2023
  • Updated: 12 November 2023, 01:47 PM IST

Sports

Latest News

କାଳୀପୂଜା ଲାଗି ଉତ୍ସବମୁଖର ଭଦ୍ରକ ସହର। ଭଦ୍ରକର ଅଧିଷ୍ଠାତ୍ରୀ ଦେବୀ ମାଆ ଭଦ୍ରକାଳୀଙ୍କ ପୀଠରେ ସ୍ୱତନ୍ତ୍ର ନୀତିକାନ୍ତି ଚାଲିଛି। ସାତ ଦିନରେ ସପ୍ତମାତୃକା ବେଶରେ ଦର୍ଶନ ଦେବେ ମାଆ । କାଳୀ ପୂଜା ଅବସରରେ ଆୟୋଜିତ ହେଉଥିବା ସପ୍ତମାତୃକା ବେଶରେ ଗୋଟିଏ ଦିନ ଉଗ୍ରରୂପା ମାହାକାଳୀ ବେଶରେ ଦର୍ଶନ ଦିଅନ୍ତି ମାଆ। ଆଜିଠାରୁ ମାଆ ଭଦ୍ରକାଳୀଙ୍କ ପୀଠରେ ସପ୍ତଦିବସୀୟ ମହାଯଜ୍ଞ ଓ ସପ୍ତମାତୃକା ବେଶ ଆୟୋଜିତ ହେବ।ଆଜି ବେଦମାତା ବେଶରେ ଦର୍ଶନ ଦେଉଛନ୍ତି ମା' ଭଦ୍ରକାଳୀ । ଏନେଇ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼ ଦେଖିବାକୁ ମିଳିଛି । 

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos