ମା’ଭଦ୍ରକାଳୀଙ୍କ ପୀଠରେ ସପ୍ତଦିବସୀୟ ମହାଯଜ୍ଞ ଓ ସପ୍ତମାତୃକା ବେଶ ଆୟୋଜିତ ହେଉଛି। ଆଜି ଦ୍ୱିତୀୟ ଦିନରେ “ମହାକାଳୀ” ବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ମା' । ମା' ଭଦ୍ରକାଳୀ ଆଜି ମହାକାଳୀ ବେଶ ଧାରଣ କରି ଗଳାରେ ନରମୁଣ୍ଡ ମାଳୀ, ହାତରେ ଖଡ଼ଗ ସହ ନୀଳ ବର୍ଣ୍ଣ ରୂପରେ ଦର୍ଶନ ଦେଉଛନ୍ତି ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Events & Festivals
ପୋଢୁଆଁ ହେବେ ବଡ଼ ଠାକୁର; ମାମୁ ଘରୁ ଗଲା ଭାର
ମହାପ୍ରଭୁଙ୍କ ଖଣ୍ଡୁଆ ପାଟଠାରୁ ଆରମ୍ଭ କରି ପିଠା ପାଇଁ ବିରି, ନଡିଆ, ଗୁଡ, ଛେନା, କଦଳୀ, ସହିତ ବିଭିନ୍ନ ପ୍ରକାରର ଫୁଲ,ଫଳ ଭାରରେ ରହିଛି।
Events & Festivals
ମହତାବଙ୍କ ୧୨୫ତମ ଜୟନ୍ତୀ ପାଳନ ପାଇଁ କେନ୍ଦ୍ର ସରକାର ଗଢ଼ିଲେ କମିଟି: ଅମିତ୍ ଶାହ ଅଧ୍ୟକ୍ଷ, ୨୩ଜଣ ସଦସ୍ୟ
ଆଜି ସଂସ୍କୃତି ମନ୍ତ୍ରଣାଳୟ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ସ୍ୱର୍ଗତ ଡଃ ହରେକୃଷ୍ଣ ମହତାବଙ୍କ ୧୨୫ତମ ଜନ୍ମ ଜୟନ୍ତୀ ପାଳନ ପାଇଁ ଭାରତ ସରକାର ଏକ ଉଚ୍ଚସ୍ତରୀୟ କମିଟି ଗଠନ କରିଛନ୍ତି।
Events & Festivals
ଲୋକସେବକ ମଣ୍ଡଳ ପକ୍ଷରୁ ଲାଲା ଲଜପତ ରାୟଙ୍କ ପୁଣ୍ୟତିଥି ପାଳିତ, ଯୋଗଦେଲେ ବୈଜୟନ୍ତ
ଲାଲା ଲଜପତ ରାୟଙ୍କ ଜୀବନୀ ଓ ଆଦର୍ଶ ଉପରେ ଆଲୋକପାତ କରିଥିଲେ ବୈଜୟନ୍ତ ପଣ୍ଡା।
Events & Festivals
ବାଲିଯାତ୍ରାରେ ବାସି ଖାଦ୍ୟ
ଖାଦ୍ୟରେ ଏମିତି ରଙ୍ଗ ମିଶାଉଛନ୍ତି, ଯାହା ଶରୀର ପାଇଁ କ୍ଷତିକାରକ ହୋଇଥାଏ।
Events & Festivals
ଗୀତ ଅଧାରୁ ଷ୍ଟେଜ୍ ଛାଡ଼ିବାକୁ ଅସୀମାଙ୍କୁ କୁହାଗଲା
ଅଧାରୁ ଗୀତ ବନ୍ଦ ହେବାରୁ ଦର୍ଶକଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ଦେଖାଦେଇଥିଲା ।