Advertisment

ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା

କୌଣସି ପବିତ୍ର ନଦୀରେ ଗାଧୋଇବା ଦ୍ୱାରା ସମସ୍ତ ପାପ ଧୋଇ ହୋଇଯାଇଥାଏ ବୋଲି ବିଶ୍ୱାସ ରହିଛି। କାରଣ ଏହି ମାସରେ ଭଗବାନ ବିଷ୍ଣୁଙ୍କର ସ୍ୱତନ୍ତ୍ର ପୂଜା କରାଯାଏ।

author-image
Manoj Swain

ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା। ଏହି ଅବସରରେ ‘ଆ କା ବା ବୈ...ପାନ ଗୁଆ ଥୋଇ, ପାନ ଗୁଆ ତୋର, ମାସକ ଧରମ ମୋର।’ ଆଜି ଓଡ଼ିଶାର ଗାଁଠୁ ସହର ସବୁଠି କିଛି ଏଭଳି ଗୀତ ଗାଇ ଡଙ୍ଗା ଭସାଇଛନ୍ତି ଲୋକେ। ପୋଖରୀ, ନଦୀ, ସମୁଦ୍ରକୂଳରେ ଏଥିପାଇଁ ସ୍ୱତନ୍ତ୍ର ଆୟୋଜନ କରାଯାଇଛି। ବିଶ୍ୱାସ ଅନୁଯାୟୀ, କାର୍ତ୍ତିକ ପୂର୍ଣ୍ଣିମା ଦିନ ନଦୀରେ ସ୍ନାନ କରିବା ଓ ଦାନ କରିବା ଅତ୍ୟନ୍ତ ଶୁଭ ବୋଲି ବିବେଚନା କରାଯାଏ । ଯେ କୌଣସି ପବିତ୍ର ନଦୀରେ ଗାଧୋଇବା ଦ୍ୱାରା ସମସ୍ତ ପାପ ଧୋଇ ହୋଇଯାଇଥାଏ ବୋଲି ବିଶ୍ୱାସ ରହିଛି। କାରଣ ଏହି ମାସରେ ଭଗବାନ ବିଷ୍ଣୁଙ୍କର ସ୍ୱତନ୍ତ୍ର ପୂଜା କରାଯାଏ।

Advertisment
Kartik Purnima 2023 Odisha