ମାଆଙ୍କ ଆବାହନରେ କମ୍ପୁଛି ପୂଜା ମଣ୍ଡପ। ଆଜି ମହାଷ୍ଟମୀ ଥିବାରୁ କୋଲକାତାରେ ବଡ଼ ଧରଣର ସେଲିବ୍ରେସନ ଚାଲିଛି। ବାଉଁଶରେ ଘର, ମାଟିର ସୁରେଇ, ଘର ଚଟିଆଙ୍କ ବସା ସାଙ୍ଗକୁ ମହୁଫେଣା। ବୃକ୍ଷ, ଜଳ, ଅଗ୍ନି, ଆକାଶ ଓ ଧରିତ୍ରୀର ସୁରକ୍ଷା ନେଇ ପୂଜା ପେଣ୍ଡାଲରେ ଦିଆଯାଇଛି ମନୁଷ୍ୟ ଅସ୍ଥିତ୍ବର ସନ୍ଦେଶ । ମଣିଷର ମୌଳିକ ଆବଶ୍ୟକତା ଖାଦ୍ୟ, ବସ୍ତ୍ର ଓ ବାସଗୃହକୁ ସ୍ଥାନ ଦେଇ ଲୋକଙ୍କୁ ଭଲ ଓ ମନ୍ଦର ବାର୍ତ୍ତା ଦେଇଛି ପୂଜା କମିଟି। ଦେବୀ ଦୁର୍ଗାଙ୍କ ମୂର୍ତ୍ତି ପଛରେ କାହାଣୀ ବି ରହିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Events & Festivals
ଆଜି ପବିତ୍ର ଧନୁ ସଂକ୍ରାନ୍ତି, ମହାପ୍ରଭୁଙ୍କଠାରେ ଲାଗିହେଲା ପହିଲି ଭୋଗ
ଆଜି ପବିତ୍ର ଧନୁ ସଂକ୍ରାନ୍ତ। ଆଜିଠୁ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପହିଲି ଭୋଗ ଆରମ୍ଭ ହୋଇଛି।
Events & Festivals
ଗୌରବିହାର ଆଶ୍ରମରେ ରାଧାକୃଷ୍ଣଙ୍କ ପାଖରେ ଲାଗି ହେଲା ୮୫୧ ପ୍ରକାରର ବ୍ୟଞ୍ଜନ
ପୁରୀ ବେଳାଭୂମି ଠାରୁ ମାତ୍ର ୨ କିଲୋମିଟର ଦୂରରେ ଅବସ୍ଥିତ ଗୌଡ଼ୀୟ ସମ୍ପ୍ରଦାୟର ଆଶ୍ରମ ଗୌରବିହାର ଆଶ୍ରମ ବା ମାତା ମଠରେ ପ୍ରତି ବର୍ଷ ବ୍ୟଞ୍ଜନ ଦ୍ୱାଦଶୀ ପାଳିତ ହୋଇଆସୁଛି।
Events & Festivals
ବରଗଡ଼ ଧନୁଯାତ୍ରା: କଂସ ଭୂମିକାରେ ଅଭିନୟ କରିବେ ଭୁବନେଶ୍ୱର ପ୍ରଧାନ
ଭୁବନେଶ୍ୱର ପ୍ରଧାନ ପୂର୍ବରୁ ବିଶ୍ଵ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବରେ କଂସ ଭୂମିକାରେ ଅଭିନୟ କରି ସାରିଛନ୍ତି।
Accident
ଦୁଇଟି ବାଇକ୍କୁ ଧକ୍କା ଦେଇ ଓଲଟିଲା ପିକ୍ଅପ୍ ଭ୍ୟାନ୍, ୮ ଷଣ୍ଢ ମୃତ
ଦୁଇଟି ବାଇକ୍କୁ ଧକ୍କା ଦେଇ ଏକ ପିକ୍ଅପ୍ ଓଲଟି ପଡ଼ିବାରୁ ୮ ଷଣ୍ଢଙ୍କ ମୃତ୍ୟୁ ଘଟିଛି।
Events & Festivals
ବାଲୁକା କଳା ଉତ୍ସବ ପାଇଁ ସଜେଇ ହେଉଛି ଚନ୍ଦ୍ରଭାଗା ବେଳାଭୂମି
ଡିସେମ୍ବର ୧ ତାରିଖଠାରୁ ୫ ତାରିଖ ପର୍ଯ୍ୟନ୍ତ ୫ ଦିନ ଧରି ଚନ୍ଦ୍ରଭାଗାର ସ୍ୱର୍ଣ୍ଣାଭ ବେଳାଭୂମିରେ ଆୟୋଜିତ ହେବାକୁ ଯାଉଛି ୧୪ତମ ଆନ୍ତର୍ଜାତୀକ ବାଲୁକା କଳା ଉତ୍ସବ। ସେଥିପାଇଁ ଚନ୍ଦ୍ରଭାଗା ବେଳାଭୂମି ବେଶ ଉତ୍ସବ ମୁଖର ହୋଇଛି।