Advertisment

କୋଲକାତାରେ ମା'ଙ୍କ ଜୀବନ୍ତ ମୂର୍ତ୍ତୀ

ମାଆଙ୍କ ଆବାହନରେ କମ୍ପୁଛି ପୂଜା ମଣ୍ଡପ। ଆଜି ମହାଷ୍ଟମୀ ଥିବାରୁ କୋଲକାତାରେ ବଡ଼ ଧରଣର ସେଲିବ୍ରେସନ ଚାଲିଛି।

Advertisment

ମାଆଙ୍କ ଆବାହନରେ କମ୍ପୁଛି ପୂଜା ମଣ୍ଡପ। ଆଜି ମହାଷ୍ଟମୀ ଥିବାରୁ କୋଲକାତାରେ ବଡ଼ ଧରଣର ସେଲିବ୍ରେସନ ଚାଲିଛି। ବାଉଁଶରେ ଘର, ମାଟିର ସୁରେଇ, ଘର ଚଟିଆଙ୍କ ବସା ସାଙ୍ଗକୁ ମହୁଫେଣା। ବୃକ୍ଷ, ଜଳ, ଅଗ୍ନି, ଆକାଶ ଓ ଧରିତ୍ରୀର ସୁରକ୍ଷା ନେଇ ପୂଜା ପେଣ୍ଡାଲରେ ଦିଆଯାଇଛି ମନୁଷ୍ୟ ଅସ୍ଥିତ୍ବର ସନ୍ଦେଶ । ମଣିଷର ମୌଳିକ ଆବଶ୍ୟକତା ଖାଦ୍ୟ, ବସ୍ତ୍ର ଓ ବାସଗୃହକୁ ସ୍ଥାନ ଦେଇ ଲୋକଙ୍କୁ ଭଲ ଓ ମନ୍ଦର ବାର୍ତ୍ତା ଦେଇଛି ପୂଜା କମିଟି। ଦେବୀ ଦୁର୍ଗାଙ୍କ ମୂର୍ତ୍ତି ପଛରେ କାହାଣୀ ବି ରହିଛି।

Advertisment
Kolkata Durga Puja
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe