Advertisment

ଲୋକସେବକ ମଣ୍ଡଳ ପକ୍ଷରୁ ଲାଲା ଲଜପତ ରାୟଙ୍କ ପୁଣ୍ୟତିଥି ପାଳିତ, ଯୋଗଦେଲେ ବୈଜୟନ୍ତ

ଲାଲା ଲଜପତ ରାୟଙ୍କ ଜୀବନୀ ଓ ଆଦର୍ଶ ଉପରେ ଆଲୋକପାତ କରିଥିଲେ ବୈଜୟନ୍ତ ପଣ୍ଡା।

Baijayanta Panda

Baijayanta Panda

Advertisment

ନୂଆଦିଲ୍ଲୀର ଲଜପତଭବନ ଅଡିଟୋରିୟମରେ ପାଳିତ ହୋଇଯାଇଛି ପଞ୍ଜାବ କେଶରୀ ଲାଲା ଲଜପତ ରାୟଙ୍କ ପୁଣ୍ୟତିଥି। ଲୋକସେବକ ମଣ୍ଡଳ ପକ୍ଷରୁ ଆଯୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ତଥା ଦିଲ୍ଲୀ ନିର୍ବାଚନ ପ୍ରଭାରୀ ସାଂସଦ ବୈଜୟନ୍ତ ପଣ୍ଡା। ଏହି କାର୍ଯ୍ୟକ୍ରମରେ ଯୋଗଦେଇ ଲାଲା ଲଜପତ ରାୟଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ ବୈଜୟନ୍ତ।

Advertisment

ଲାଲା ଲଜପତ ରାୟଙ୍କ ଜୀବନୀ ଓ ଆଦର୍ଶ ଉପରେ ଆଲୋକପାତ କରିଥିଲେ ବୈଜୟନ୍ତ ପଣ୍ଡା। ଏହା ସହିତ ଓଡ଼ିଶାରେ ବନ୍ୟା,ବାତ୍ୟା ସମୟରେ ଲୋକସେବକ ମଣ୍ଡଳର କାର୍ଯ୍ୟକୁ ସେ ପ୍ରଶଂସା କରିଥିଲେ।

ଏହି ଅବସରରେ ଛାତ୍ରଛାତ୍ରୀଙ୍କ ଦ୍ୱାରା ବନ୍ଦେ ମାତରମ୍ ଗାନ କରାଯିବା ସହ ଲାଲା ଲଜପତ ରାୟଙ୍କ ଜୀବନୀକୁ ନେଇ ବକ୍ତୃତା କାର୍ଯ୍ୟକ୍ରମ ରଖାଯାଇଥିଲା। ପରେ ଏ ମେରେ ୱତନ କି ଲୋଗୋ ଗୀତରେ ଛାତ୍ରଛାତ୍ରୀମାନେ ନୃତ୍ୟ ପରିବେଷଣ କରିଥିଲେ।  

Advertisment
Baijayant Jay Panda
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe