Advertisment

କଟକ ପରିକ୍ରମା କରୁଛନ୍ତି ମା’

କଟକରେ ଗତ ରାତିରୁ ଆରମ୍ଭ ହୋଇସାରିଛି ଭସାଣି।

Advertisment

ସରିଲା ଦୁର୍ଗାପୂଜା, ଆଜି ମାଆଙ୍କୁ ଦିଆଯିବ ମେଲାଣି। ପୂର୍ବ ବର୍ଷ ମାନଙ୍କ ଭଳି ଚଳିତବର୍ଷ ମଧ୍ୟ ଭୁବନେଶ୍ୱର ଓ କଟକରେ ଭସାଣ ଉତ୍ସବକୁ ଆକର୍ଷଣୀୟ କରିବାକୁ ସବୁ ପୂଜା କମିଟିମାନେ ଭରପୁର ଆୟୋଜନ କରିଛନ୍ତି। କଟକରେ ଗତ ରାତିରୁ ଆରମ୍ଭ ହୋଇସାରିଛି ଭସାଣ। ମେଢ ଗୁଡ଼ିକ ନିର୍ଦ୍ଦିଷ୍ଟ ରୁଟରେ ସାହି ପରିକ୍ରମା କରି ଦେବୀଗଡ଼ା ନିକଟକୁ ଆସୁଛନ୍ତି। 

Advertisment
Durga Puja Odisha
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe