Advertisment

ଆଜି ମହାତ୍ମା ଗାନ୍ଧୀଙ୍କ ୭୬ତମ ତିରୋଧାନ ଦିବସ

ଏହି ଅବସରରେ ରାଜଘାଟରେ ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।

author-image
Manoj Swain

ଆଜି ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ୭୬ତମ ତିରୋଧାନ ଦିବସ। ଏହି ଅବସରରେ ରାଜଘାଟରେ ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।

Advertisment
Mahatma Gandhi