ଆଜି ମହାତ୍ମା ଗାନ୍ଧୀଙ୍କ ୭୬ତମ ତିରୋଧାନ ଦିବସ

ଏହି ଅବସରରେ ରାଜଘାଟରେ ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।

Manoj Swain
  • Published: Tuesday, 30 January 2024
  • Updated: 30 January 2024, 12:02 PM IST

ଆଜି ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ୭୬ତମ ତିରୋଧାନ ଦିବସ। ଏହି ଅବସରରେ ରାଜଘାଟରେ ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos