ନୂଆ ବର୍ଷରୁ ଶ୍ରୀମନ୍ଦିରରେ ଧାଡ଼ି ଦର୍ଶନ, ଖୁବ୍‌ ଶୀଘ୍ର ହେବ ପରୀକ୍ଷାମୂଳକ ବ୍ୟବସ୍ଥା

ବର୍ଷ ଆରମ୍ଭରୁ ଶ୍ରୀମନ୍ଦିରରେ ଆରମ୍ଭ ହେବ ଧାଡ଼ି ଦର୍ଶନ ପ୍ରକ୍ରିୟା। ଏହା ପୂର୍ବରୁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଆସନ୍ତା ୨୮ କିମ୍ବା ୨୯ ତାରିଖରେ ପରୀକ୍ଷାମୂଳକ ବ୍ୟବସ୍ଥା କରାଯିବ ।

Puri Temple

ପୁରୀ ଜଗନ୍ନାଥ ମନ୍ଦିର ।

Niharika Rout
  • Published: Thursday, 26 December 2024
  • Updated: 26 December 2024, 01:38 PM IST

Sports

Latest News

ନୂଆ ବର୍ଷରୁ ଶ୍ରୀମନ୍ଦିରରେ ହେବ ନୂଆ ଦର୍ଶନ ବ୍ୟବସ୍ଥା । ବର୍ଷ ଆରମ୍ଭରୁ ଶ୍ରୀମନ୍ଦିରରେ ଆରମ୍ଭ ହେବ ଧାଡ଼ି ଦର୍ଶନ ପ୍ରକ୍ରିୟା। ଏହା ପୂର୍ବରୁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଆସନ୍ତା ୨୮ କିମ୍ବା ୨୯ ତାରିଖରେ ପରୀକ୍ଷାମୂଳକ ବ୍ୟବସ୍ଥା କରାଯିବ ।

ନାଟ ମଣ୍ଡପ ଭିତରେ କିଭଳି ଭକ୍ତ ଶୃଙ୍ଖଳିତ ଭାବେ ପ୍ରବେଶ କରି ଶ୍ରୀଜିଉଙ୍କୁ ଦର୍ଶନ କରିପାରିବେ ସେନେଇ ବାରିକେଡ ବ୍ୟବସ୍ଥା କରିବାକୁ ଯାଉଛି ଶ୍ରୀମନ୍ଦିର ପ୍ରଶାସନ । ବ୍ୟବସ୍ଥାବଳୀ କାର୍ଯ୍ୟକାରୀ ପାଇଁ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଏକ କମିଟି ଗଠିତ ହୋଇଛି। ଯେଉଁ କମିଟିରେ ଏସପି, କମାଣ୍ଡର ଓ ନୀତି ପ୍ରଶାସକ ସଦସ୍ୟ ରହିଛନ୍ତି ।

ନୂଆ ବ୍ୟବସ୍ଥାରେ ଭକ୍ତମାନେ ସୁଖଦ ଅନୁଭୂତି ପାଇବେ ବୋଲି ଆଶା ରଖିଛି ଶ୍ରୀମନ୍ଦିର ପ୍ରଶାସନ। ମହାପ୍ରଭୁଙ୍କ ନୀତିକାନ୍ତିରେ ଯେଉଁଭଳି ବାଧକ ନହେବ ସେଥିପ୍ରତି ଧ୍ୟାନ ଦିଆଯିବ। ନୂଆ ବ୍ୟବସ୍ଥା ହେଲେ ହୁଣ୍ଡି ସ୍ଥାନାନ୍ତର ହେବ। ସେଥିପାଇଁ ରାଜ୍ୟ ସରକାରଙ୍କ ଆଇନ ବିଭାଗର ଅନୁମୋଦନ ଆବଶ୍ୟକ। ଖୁବଶୀଘ୍ର ଦର୍ଶନ ବ୍ୟବସ୍ଥା ନେଇ SOP କରାଯିବ।

Also Read

କିଛି ଦିନ ପୂର୍ବେ ଏହି ପରିପ୍ରେକ୍ଷୀରେ ଆଇନ ମନ୍ତ୍ରୀ ଆହୁରି କହିଛନ୍ତି, ଭକ୍ତମାନେ ସାତ ପାହାଚ ଦେଇ ଭିତରକୁ ଆସିବେ। ଶ୍ରୀଜିଉଙ୍କୁ ଦର୍ଶନ କରି ସାରିକି ଘଣ୍ଟି ଦ୍ୱାର ଓ ଗାରଦ ଦ୍ୱାର ଦେଇ ସେମାନେ ବାହାରକୁ ବାହାରିବେ। ମହିଳା, ଛୋଟ ପିଲା ଓ ବୟସ୍କ ବ୍ୟକ୍ତିମାନଙ୍କ ପାଇଁ ଦର୍ଶନ କିପରି ସୁଙ୍ଗମ ହେବ ସେଥି ପାଇଁ ଭିନ୍ନ ଏକ ବ୍ୟବସ୍ଥା କରାଯାଇଛି। ଘଣ୍ଟି ଦ୍ୱାରରେ ମହିଳା ଓ ବରିଷ୍ଠ ନାଗରିକ ପ୍ରସ୍ଥାନ କରିବେ ଓ ଗାରଦ ଦ୍ୱାରରେ ପୁରୁଷମାନେ ଦର୍ଶନ କରି ବାହାରିବେ। ଏଥିପାଇଁ ବ୍ୟବସ୍ଥା କରାଯାଉଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story