Advertisment

ମହାତ୍ମା ଗାନ୍ଧି ମାର୍ଗରେ ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ପ୍ରଥମ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ମୋହନ ଚରଣ ମାଝୀ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି।

author-image
Manoj Swain
ଅଦ୍ୟତନ ହୋଇଛି

ପ୍ରଥମ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ମୋହନ ଚରଣ ମାଝୀ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି। ମହାତ୍ମା ଗାନ୍ଧୀ ମାର୍ଗରେ ରାଜ୍ୟସ୍ତରୀୟ ଉତ୍ସବରେ ସେ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି। 

Advertisment
Odisha Cm Independence Day Odisha