Advertisment

ଓଡିଶାରେ ପାଳିତ ହୋଇଛି ୭୭ତମ ସ୍ୱାଧୀନତା ଦିବସ

୭୭ତମ ସ୍ୱାଧୀନତା ଦିବସ ଅବସରରେ ଭୁବନେଶ୍ୱର ପ୍ରଦର୍ଶନୀ ପଡ଼ିଆରେ ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

author-image
Manoj Swain

୭୭ତମ ସ୍ୱାଧୀନତା ଦିବସ ଅବସରରେ ଭୁବନେଶ୍ୱର ପ୍ରଦର୍ଶନୀ ପଡ଼ିଆରେ ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହାସହ ବୀର ସ୍ୱାଧୀନତା ସଂଗ୍ରାମୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ଏହାସହ ରାଜ୍ୟବାସୀଙ୍କୁ ସମ୍ବୋଧନ କରି କଣ କହିଛନ୍ତି ଶୁଣନ୍ତୁ ।

Advertisment
Bhubaneswar Naveen Patnaik Independence Day 2023