Advertisment

ଆଜି ପଖାଳ ଦିବସ

ଓଡ଼ିଆଙ୍କ ବିଭିନ୍ନ ଖାଦ୍ୟ ମଧ୍ୟରୁ ପଖାଳର ସ୍ଥାନ ସ୍ୱତନ୍ତ୍ର।

author-image
Manoj Swain

ଆଜି ହେଉଛି ବିଶ୍ୱ ପଖାଳ ଦିବସ। ଓଡ଼ିଆଙ୍କ ବିଭିନ୍ନ ଖାଦ୍ୟ ମଧ୍ୟରୁ ପଖାଳର ସ୍ଥାନ ସ୍ୱତନ୍ତ୍ର। ଯେତେ ଯାହା ଖାଇଲେ ବି ପଖାଳ ମୁଠେ ଖାଇ ଦେଲେ ମନକୁ ଶାନ୍ତି ମିଳେ। ଓଡ଼ିଆଙ୍କ ଏହି ପାରମ୍ପରିକ ଖାଦ୍ୟକୁ ଆହୁରି ଅଧିକରୁ ଅଧିକ ଲୋକପ୍ରିୟ କରିବା ଲାଗି ମାର୍ଚ୍ଚ ୨୦ ତାରିଖକୁ ବିଶ୍ୱ ପଖାଳ ଦିବସ ଭାବେ ପାଳନ କରାଯାଉଛି। କେବଳ ଓଡ଼ିଶାରେ ନୁହେଁ ବିଶ୍ୱର କୋଣ ଅନୁକୋଣରେ ରହୁଥିବା ପ୍ରତ୍ୟେକ ଓଡ଼ିଆ ପଖାଳ ଖାଇ ଏହି ଦିନକୁ ପାଳନ କରିଥାନ୍ତି।

Advertisment
Odisha Pakhala Dibas