Advertisment

ଆଜି ପଖାଳ ଦିବସ

ଓଡ଼ିଆଙ୍କ ବିଭିନ୍ନ ଖାଦ୍ୟ ମଧ୍ୟରୁ ପଖାଳର ସ୍ଥାନ ସ୍ୱତନ୍ତ୍ର।

Advertisment

ଆଜି ହେଉଛି ବିଶ୍ୱ ପଖାଳ ଦିବସ। ଓଡ଼ିଆଙ୍କ ବିଭିନ୍ନ ଖାଦ୍ୟ ମଧ୍ୟରୁ ପଖାଳର ସ୍ଥାନ ସ୍ୱତନ୍ତ୍ର। ଯେତେ ଯାହା ଖାଇଲେ ବି ପଖାଳ ମୁଠେ ଖାଇ ଦେଲେ ମନକୁ ଶାନ୍ତି ମିଳେ। ଓଡ଼ିଆଙ୍କ ଏହି ପାରମ୍ପରିକ ଖାଦ୍ୟକୁ ଆହୁରି ଅଧିକରୁ ଅଧିକ ଲୋକପ୍ରିୟ କରିବା ଲାଗି ମାର୍ଚ୍ଚ ୨୦ ତାରିଖକୁ ବିଶ୍ୱ ପଖାଳ ଦିବସ ଭାବେ ପାଳନ କରାଯାଉଛି। କେବଳ ଓଡ଼ିଶାରେ ନୁହେଁ ବିଶ୍ୱର କୋଣ ଅନୁକୋଣରେ ରହୁଥିବା ପ୍ରତ୍ୟେକ ଓଡ଼ିଆ ପଖାଳ ଖାଇ ଏହି ଦିନକୁ ପାଳନ କରିଥାନ୍ତି।

Advertisment
Pakhala Dibas Odisha
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe