Advertisment

ଆଜି ପଙ୍କୋଦ୍ଧାର ଏକାଦଶୀ; ଭକ୍ତଙ୍କୁ ଦର୍ଶନ ଦେବେ ବାବା ଲୋକନାଥ

ବର୍ଷର ଗୋଟିଏ ଦିନ ପଙ୍କୋଦ୍ଧାର ଏକାଦଶୀରେ ପ୍ରଭୁ ଲୋକନାଥଙ୍କୁ ଭକ୍ତମାନେ ଦର୍ଶନ କରନ୍ତି।

ଅଦ୍ୟତନ ହୋଇଛି
Lokanath Temple

Lokanath Temple

Advertisment

ଆଜି ପଙ୍କୋଦ୍ଧାର ଏକାଦଶୀ। ପୁରୀର ପ୍ରସିଦ୍ଧ ଶ୍ରୀଲୋକନାଥ ମନ୍ଦିରରେ ପଙ୍କୋଦ୍ଧାର ଏକାଦଶୀ ନୀତି ପାଳନ ହେବ। ଏନେଇ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ପ୍ରଭୁ ଲୋକନାଥଙ୍କ ଦର୍ଶନ ପାଇଁ ହଜାର ହଜାର ଭକ୍ତ ଉତ୍କଣ୍ଠାରେ ଅପେକ୍ଷା କରି ରହିଛନ୍ତି।

Advertisment

ବର୍ଷର ଗୋଟିଏ ଦିନ ପଙ୍କୋଦ୍ଧାର ଏକାଦଶୀରେ ପ୍ରଭୁ ଲୋକନାଥଙ୍କୁ ଭକ୍ତମାନେ ଦର୍ଶନ କରନ୍ତି। ତେଣୁ ଶୃଙ୍ଖଳିତ ଦର୍ଶନ ପାଇଁ ପୁରୀ ପୁଲିସ ପକ୍ଷରୁ ସମସ୍ତ ବ୍ୟବସ୍ଥା ହୋଇଛି। ବାରିକେଡ ବ୍ୟବସ୍ଥା, ଧାଡ଼ି ବ୍ୟବସ୍ଥା ସହ ଗାଡ଼ି ପାର୍କିଂ ପାଇଁ ସ୍ୱତନ୍ତ୍ର ସ୍ଥାନ ରଖାଯାଇଛି। ଚୋରି, ଛିନତାଇ, ଗଣ୍ଡଗୋଳକୁ
ରୋକିବାକୁ ୮ ପ୍ଲାଟୁନ ପୁଲିସ ଫୋର୍ସ ସହ ସାଦା ପୋଷାକରେ ପୁଲିସ ମୁତୟନ ରହିବେ।

୨ ଜଣଅତିରିକ୍ତ ଏସପି ସୁରକ୍ଷା ଦାୟିତ୍ୱରେ ରହିବେ। ଆଉ ଏପଟେ ଜାଗର ଯାତ୍ରା ପାଇଁ ମଧ୍ୟ ୨୦ ପ୍ଲାଟୁନ ପୁଲିସ ଫୋର୍ସ ମୁତୟନ କରାଯିବ ବୋଲି ସୂଚନା ଦେଇଛନ୍ତି ପୁରୀ ଏସପି।

Advertisment
Lokanath Temple Puri
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe