Advertisment

୧୧ ଦିନର ଉପବାସ ଭାଙ୍ଗିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ଆଜି ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ପରେ ସେ ନିଜର ଉପବାସ ଭାଙ୍ଗିଛନ୍ତି ପ୍ରଧାନମନ୍ତ୍ରୀ।

Advertisment

ରାମ ଲଲାଙ୍କ ପ୍ରାଣ ପ୍ରତିଷ୍ଠା କାର୍ଯ୍ୟ ଅବସରରେ ସମଗ୍ର ଅଯୋଧ୍ୟା ହୋଇ ଉଠିଛି ରାମମୟ। ମୁଖ୍ୟ ଯଜମାନ ଭାବେ ଦାୟିତ୍ୱ ନିର୍ବାହ କଲେ ପ୍ରଧାନମନ୍ତ୍ରୀ ମୋଦି। ଏଥିପାଇଁ ବିଧି ଓ ନିଷ୍ଠାର ସହ ସେ ୧୧ ଦିନର ଉପବାସ ପାଳନ କରିଥିଲେ। ଆଜି ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ପରେ ସେ ନିଜର ଉପବାସ ଭାଙ୍ଗିଛନ୍ତି।

Advertisment
Ayodhya Ram Mandir
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe