ଚେତନା ଓ ସାମର୍ଥ୍ୟ ପ୍ରତି ନୂଆ ବିଶ୍ୱାସ ଜନ୍ମ ନେଇଛି | Odisha Reporter
Advertisment
୭୭ତମ ସ୍ୱାଧୀନତା ଦିବସ ଅବସରରେ ଐତିହାସିକ ଲାଲକିଲ୍ଲାରୁ ତ୍ରିରଙ୍ଗା ଉଡାଇଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ପତାକା ଉତ୍ତୋଳନ କରି ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇବା ସହ ବୀର ସ୍ୱାଧୀନତା ସଂଗ୍ରାମୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ପ୍ରଧାନମନ୍ତ୍ରୀ ଏଥର ଦେଶବାସୀଙ୍କୁ ପରିବାର କହି ସମ୍ୱୋଧିତ କରିଛନ୍ତି । ସେ କହିଛନ୍ତି, "ବିଶ୍ୱର ସର୍ବବୃହତ ଗଣତନ୍ତ୍ର ରାଷ୍ଟ୍ର ଏବେ ଜନସଂଖ୍ୟା କ୍ଷେତ୍ରରେ ମଧ୍ୟ ଅଗ୍ରଣୀ ଦେଶ । ଏତେ ବଡ ଦେଶ, ମୋ ପରିବାରର ୧୪୦ କୋଟି ସଦସ୍ୟ ଆଜି ସ୍ୱାଧୀନତା ଦିବସ ପାଳନ କରୁଛନ୍ତି।"
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us