ତ୍ରିରଙ୍ଗା ଉଡ଼ାଇଲେ ପ୍ରଧାନମନ୍ତ୍ରୀ ମୋଦି

ଦିଲ୍ଲୀ ଲାଲକିଲ୍ଲାରେ ତ୍ରିରଙ୍ଗା ଉଡ଼ାଇଲେ ପ୍ରଧାନମନ୍ତ୍ରୀ ମୋଦି ।

Manoj Swain
  • Published: Thursday, 15 August 2024
  • Updated: 15 August 2024, 11:42 AM IST

Sports

Latest News

ଦେଶ ପାଳୁଛି ୭୮ତମ ସ୍ବାଧୀନତା ଦିବସ । ଦିଲ୍ଲୀ ଲାଲକିଲ୍ଲାରେ ତ୍ରିରଙ୍ଗା ଉଡ଼ାଇଲେ ପ୍ରଧାନମନ୍ତ୍ରୀ ମୋଦି । ପ୍ରଧାନମନ୍ତ୍ରୀ ଭାବେ ୧୧ ଥର ଜାତୀୟ ପତାକା ଉତ୍ତୋଳନ କଲେ ମୋଦି । 

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos