Advertisment

ଗୀତ ଅଧାରୁ ଷ୍ଟେଜ୍ ଛାଡ଼ିବାକୁ ଅସୀମାଙ୍କୁ କୁହାଗଲା

ଅଧାରୁ ଗୀତ ବନ୍ଦ ହେବାରୁ ଦର୍ଶକଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ଦେଖାଦେଇଥିଲା ।

author-image
Jitendra Garnayak

ଓଲିଉଡ କଣ୍ଠଶିଳ୍ପୀ ଅସୀମା ପଣ୍ଡାଙ୍କୁ ଷ୍ଟେଜରୁ ଓହ୍ଲାଇ ଦେଲା ପୁଲିସ। ସମୟ କଟକଣାକୁ ନେଇ ଗୀତ ଅଧାରୁ ଷ୍ଟେଜରୁ ଅସୀମାଙ୍କୁ ଓହ୍ଲାଇ ଦେଲା ପୁଲିସ । ଅଧାରୁ ଗୀତ ବନ୍ଦ ହେବାରୁ ଦର୍ଶକଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ଦେଖାଦେଇଥିଲା । 

Advertisment
Bali Yatra Asima Panda