Advertisment

ଜାତୀୟ ପତାକା ଉତ୍ତୋଳନ କଲେ ରାଷ୍ଟ୍ରପତି

କର୍ତ୍ତବ୍ୟ ପଥରେ ଜାତୀୟ ପତାକା ଉତ୍ତୋଳନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ।

author-image
Manoj Swain

ଦେଶ ପାଳୁଛି ୭୫ତମ ଗଣତନ୍ତ୍ର ଦିବସ। କର୍ତ୍ତବ୍ୟ ପଥରେ ଜାତୀୟ ପତାକା ଉତ୍ତୋଳନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ମୁଖ୍ୟ ଅତିଥି ଭାବେ ଫ୍ରାନ୍ସ ରାଷ୍ଟ୍ରପତି ଏମାନୁଏଲ ମାକ୍ରନ ଉପସ୍ଥିତ। ପ୍ରଧାନମନ୍ତ୍ରୀ ଓ ମନ୍ତ୍ରିମଣ୍ଡଳର ସଦସ୍ୟ ଉପସ୍ଥିତ।

Advertisment
President Of India 75th Republic Day