Advertisment

ଜାତୀୟ ପତାକା ଉତ୍ତୋଳନ କଲେ ରାଷ୍ଟ୍ରପତି

କର୍ତ୍ତବ୍ୟ ପଥରେ ଜାତୀୟ ପତାକା ଉତ୍ତୋଳନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ।

Advertisment

ଦେଶ ପାଳୁଛି ୭୫ତମ ଗଣତନ୍ତ୍ର ଦିବସ। କର୍ତ୍ତବ୍ୟ ପଥରେ ଜାତୀୟ ପତାକା ଉତ୍ତୋଳନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ମୁଖ୍ୟ ଅତିଥି ଭାବେ ଫ୍ରାନ୍ସ ରାଷ୍ଟ୍ରପତି ଏମାନୁଏଲ ମାକ୍ରନ ଉପସ୍ଥିତ। ପ୍ରଧାନମନ୍ତ୍ରୀ ଓ ମନ୍ତ୍ରିମଣ୍ଡଳର ସଦସ୍ୟ ଉପସ୍ଥିତ।

Advertisment
75th Republic Day President Of India
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe