ଆସନ୍ତାକାଲି ଅର୍ଥାତ ୩୦ ତାରିଖ ବୁଧବାର କାର୍ତ୍ତିକ କୃଷ୍ଣ ତ୍ରୟୋଦଶୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକ ଲାଗି ନୀତି ଅନୁଷ୍ଠିତ ହେବ। ସେଥିପାଇଁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ଆପାତତଃ ଅପରାହ୍ନ ପ୍ରାୟ ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଶ୍ରଦ୍ଧାଳୁମାନଙ୍କ ଉଦ୍ଦେଶ୍ୟରେ ଅବଗତି କରାଯାଇଛି।
Also Read
ଏବେ ଚାଲିଛି ଧର୍ମର ମାସ କାର୍ତ୍ତିକ। ତେଣୁ ପ୍ରତିଦିନ ମହାପ୍ରଭୁଙ୍କ ଦର୍ଶନ ପାଇଁ ଶ୍ରୀମନ୍ଦିରରେ ପହଞ୍ଚୁଛନ୍ତି ହଜାର ହଜାର ଶ୍ରଦ୍ଧାଳୁ। କାର୍ତ୍ତିକ ବ୍ରତଧାରୀଙ୍କ ବ୍ୟତୀତ ଅନ୍ୟ ଶ୍ରଦ୍ଧାଳୁମାନେ ଧାଡ଼ିରେ ଛିଡ଼ା ହୋଇ ଶୃଙ୍ଖଳିତ ଭାବେ ଶ୍ରୀମନ୍ଦିର ଭିତରକୁ ଯାଇ ମହାପ୍ରଭୁଙ୍କ ଆଶୀର୍ବାଦ ନେଉଛନ୍ତି। ହେଲେ ଆସନ୍ତାକାଲି ଅପରାହ୍ନ ୫ଟା ରାତି ୧୦ଟା ପର୍ଯ୍ୟନ୍ତ ସାଧାରଣ ଦର୍ଶନ ବନ୍ଦ ରହିବ। ମହାପ୍ରଭୁଙ୍କ ବନକଲାଗି ନୀତି ପାଇଁ ଯୋଗୁ ଏହି ସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଜଣାପଡ଼ିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Events & Festivals
ଆରମ୍ଭ ହେଲା ରଥଯାତ୍ରାର ଆଦ୍ୟ ପର୍ବ; ନୟାଗଡ଼ରେ ପହଞ୍ଚିଲା ଆଜ୍ଞାମାଳ
ଶ୍ରୀମନ୍ଦିର ପ୍ରଶାସନର ୩ ଜଣିଆ ପ୍ରତିନିଧି ଦଳ ମହାପ୍ରଭୁଙ୍କ ଆଜ୍ଞାମାଳ ନେଇ ନୟାଗଡ଼ରେ ପହଞ୍ଚିବା ପରେ ସମସ୍ତଙ୍କୁ ସ୍ୱାଗତ କରାଯାଇଛି।
Events & Festivals
ଆଜି ପବିତ୍ର ଧନୁ ସଂକ୍ରାନ୍ତି, ମହାପ୍ରଭୁଙ୍କଠାରେ ଲାଗିହେଲା ପହିଲି ଭୋଗ
ଆଜି ପବିତ୍ର ଧନୁ ସଂକ୍ରାନ୍ତ। ଆଜିଠୁ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପହିଲି ଭୋଗ ଆରମ୍ଭ ହୋଇଛି।
Events & Festivals
ଗୌରବିହାର ଆଶ୍ରମରେ ରାଧାକୃଷ୍ଣଙ୍କ ପାଖରେ ଲାଗି ହେଲା ୮୫୧ ପ୍ରକାରର ବ୍ୟଞ୍ଜନ
ପୁରୀ ବେଳାଭୂମି ଠାରୁ ମାତ୍ର ୨ କିଲୋମିଟର ଦୂରରେ ଅବସ୍ଥିତ ଗୌଡ଼ୀୟ ସମ୍ପ୍ରଦାୟର ଆଶ୍ରମ ଗୌରବିହାର ଆଶ୍ରମ ବା ମାତା ମଠରେ ପ୍ରତି ବର୍ଷ ବ୍ୟଞ୍ଜନ ଦ୍ୱାଦଶୀ ପାଳିତ ହୋଇଆସୁଛି।
Events & Festivals
ବରଗଡ଼ ଧନୁଯାତ୍ରା: କଂସ ଭୂମିକାରେ ଅଭିନୟ କରିବେ ଭୁବନେଶ୍ୱର ପ୍ରଧାନ
ଭୁବନେଶ୍ୱର ପ୍ରଧାନ ପୂର୍ବରୁ ବିଶ୍ଵ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବରେ କଂସ ଭୂମିକାରେ ଅଭିନୟ କରି ସାରିଛନ୍ତି।
Accident
ଦୁଇଟି ବାଇକ୍କୁ ଧକ୍କା ଦେଇ ଓଲଟିଲା ପିକ୍ଅପ୍ ଭ୍ୟାନ୍, ୮ ଷଣ୍ଢ ମୃତ
ଦୁଇଟି ବାଇକ୍କୁ ଧକ୍କା ଦେଇ ଏକ ପିକ୍ଅପ୍ ଓଲଟି ପଡ଼ିବାରୁ ୮ ଷଣ୍ଢଙ୍କ ମୃତ୍ୟୁ ଘଟିଛି।