ଭାଇ ଭଉଣୀ ମଧ୍ୟରେ ଅତୁଟ ବନ୍ଧନର ପ୍ରତୀକ ହେଉଛି ରକ୍ଷା ବନ୍ଧନ । ପ୍ରତିବର୍ଷ ଶ୍ରାବଣ ମାସ ପୂର୍ଣ୍ଣମିରେ ସ୍ନେହ, ଶ୍ରଦ୍ଧା, ସମ୍ମାନର ପ୍ରତୀକ ରକ୍ଷା ବନ୍ଧନ ସମଗ୍ର ଭାରତବର୍ଷର ଏକ ସମୃଦ୍ଧ ଉତ୍ସବ ଭାବରେ ପାଳନ କରାଯାଏ । କିନ୍ତୁ ଚଳିତ ବର୍ଷ ଭଦ୍ରା କାଳର ସମୟ ପାଇଁ ରାକ୍ଷୀ ବନ୍ଧନର ଶୁଭ ମୁହୁର୍ତ୍ତକୁ ନେଇ ଏବେ ବି ଦ୍ବନ୍ଦ୍ବରେ ଅଛନ୍ତି । ଏ ବର୍ଷ ଶ୍ରାବଣ ମାସରେ ୨ ଟି ଶ୍ରାବଣ ପୂର୍ଣ୍ଣିମା ପଡୁଥିବାରୁ ରାକ୍ଷୀ ପୂର୍ଣ୍ଣିମା କେବେ ? ରାକ୍ଷୀ ବାନ୍ଧିବା ପାଇଁ ଶୁଭ ସମୟ କ’ଣ ? ଲୋକଙ୍କ ମନରେ ଅନେକ ପ୍ରଶ୍ନ ରହିଛି ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Events & Festivals
ଆଜି ପବିତ୍ର ବଡ଼ଦିନ; ଧରା ଅବତରଣ କଲେ ପ୍ରଭୁ ଯୀଶୁ
କ୍ରିସମାସ ଉପଲକ୍ଷେ ପୁରୀ ବେଳାଭୂମିରେ ବିଶ୍ୱର ସର୍ବବୃହତ ବାଲୁକା କଳା ହୋଇଛି। ଯାହା ୱାଲ୍ଡ ରେକର୍ଡ BOOKS OF INDIAରେ ସ୍ଥାନ ପାଇଛି।
Events & Festivals
ଆରମ୍ଭ ହେଲା ରଥଯାତ୍ରାର ଆଦ୍ୟ ପର୍ବ; ନୟାଗଡ଼ରେ ପହଞ୍ଚିଲା ଆଜ୍ଞାମାଳ
ଶ୍ରୀମନ୍ଦିର ପ୍ରଶାସନର ୩ ଜଣିଆ ପ୍ରତିନିଧି ଦଳ ମହାପ୍ରଭୁଙ୍କ ଆଜ୍ଞାମାଳ ନେଇ ନୟାଗଡ଼ରେ ପହଞ୍ଚିବା ପରେ ସମସ୍ତଙ୍କୁ ସ୍ୱାଗତ କରାଯାଇଛି।
Events & Festivals
ଆଜି ପବିତ୍ର ଧନୁ ସଂକ୍ରାନ୍ତି, ମହାପ୍ରଭୁଙ୍କଠାରେ ଲାଗିହେଲା ପହିଲି ଭୋଗ
ଆଜି ପବିତ୍ର ଧନୁ ସଂକ୍ରାନ୍ତ। ଆଜିଠୁ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପହିଲି ଭୋଗ ଆରମ୍ଭ ହୋଇଛି।
Events & Festivals
ଗୌରବିହାର ଆଶ୍ରମରେ ରାଧାକୃଷ୍ଣଙ୍କ ପାଖରେ ଲାଗି ହେଲା ୮୫୧ ପ୍ରକାରର ବ୍ୟଞ୍ଜନ
ପୁରୀ ବେଳାଭୂମି ଠାରୁ ମାତ୍ର ୨ କିଲୋମିଟର ଦୂରରେ ଅବସ୍ଥିତ ଗୌଡ଼ୀୟ ସମ୍ପ୍ରଦାୟର ଆଶ୍ରମ ଗୌରବିହାର ଆଶ୍ରମ ବା ମାତା ମଠରେ ପ୍ରତି ବର୍ଷ ବ୍ୟଞ୍ଜନ ଦ୍ୱାଦଶୀ ପାଳିତ ହୋଇଆସୁଛି।
Events & Festivals
ବରଗଡ଼ ଧନୁଯାତ୍ରା: କଂସ ଭୂମିକାରେ ଅଭିନୟ କରିବେ ଭୁବନେଶ୍ୱର ପ୍ରଧାନ
ଭୁବନେଶ୍ୱର ପ୍ରଧାନ ପୂର୍ବରୁ ବିଶ୍ଵ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବରେ କଂସ ଭୂମିକାରେ ଅଭିନୟ କରି ସାରିଛନ୍ତି।