ଇତିହାସର ସେହି 5ଶହ ବର୍ଷ। ଉଜୁଡିଯାଇଥିବା ଅଯୋଧ୍ୟାର ପୁନଃ ନିର୍ମାଣ। ସଲାର ମସହୁଦଙ୍କ ମନ୍ଦିର ଭଗ୍ନ। ବାବ୍ରୀଙ୍କ ନିର୍ଦ୍ଦେଶରେ ମନ୍ଦିରର ଧ୍ୱଂସ। ରାମ ମନ୍ଦିର ପାଇଁ ସେହି 76 ଥର ଯୁଦ୍ଧ। ସଂଘର୍ଷ ଓ ବଳିଦାନ ପରେ ଆଜି ବିରାଜମାନ ସ୍ୱୟଂ ପୁରୁଷୋତ୍ତମ ପ୍ରଭୁ ଶ୍ରୀରାମ। କରସେବକଙ୍କ କଣ୍ଟକିତ ଐତିହ୍ୟ। ଶୁଣନ୍ତୁ ରାଷ୍ଟ୍ରୀୟ ସ୍ୱଂୟ ସେବକ ସଂଘର ଅଖିଳ ଭାରତୀୟ କାର୍ଯ୍ୟକାରିଣୀ ସଦସ୍ୟ ଗୋପାଳ ମହାପାତ୍ରଙ୍କ ଠାରୁ ରାମ ମନ୍ଦିର ସଂଘର୍ଷର ପୂରା କାହାଣୀ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Events & Festivals
ଆଜି ପ୍ରଥମାଷ୍ଟମୀ, ପୋଢୁଆଁ ହେବେ ବଡ଼ ଠାକୁର
ଆଜି ପ୍ରଥମାଷ୍ଟମୀରେ ପୋଢୁଆଁ ହେବେ ବଡ଼ ଠାକୁର ବଳଭଦ୍ର।
Events & Festivals
ବରଗଡ଼ ଧନୁଯାତ୍ରା: କଂସ ଭୂମିକାରେ ଅଭିନୟ କରିପାରିବେ ନାହିଁ ହୃଷିକେଶ ଭୋଇ, ବଛାଯିବେ ନୂଆ କଳାକାର
କଂସ ଭୂମିକାରେ ଅଭିନୟ କରି ସୁନାମ ଅର୍ଜି ଥିବା ହୃଷିକେଶ ଭୋଇଙ୍କର ଗୋଟିଏ ଭୁଲ୍ ତାଙ୍କର ଭାବମୂର୍ତ୍ତିକୁ ଖରାପ କରି ଦେଇଛି!
Events & Festivals
ପୋଢୁଆଁ ହେବେ ବଡ଼ ଠାକୁର; ମାମୁ ଘରୁ ଗଲା ଭାର
ମହାପ୍ରଭୁଙ୍କ ଖଣ୍ଡୁଆ ପାଟଠାରୁ ଆରମ୍ଭ କରି ପିଠା ପାଇଁ ବିରି, ନଡିଆ, ଗୁଡ, ଛେନା, କଦଳୀ, ସହିତ ବିଭିନ୍ନ ପ୍ରକାରର ଫୁଲ,ଫଳ ଭାରରେ ରହିଛି।
Events & Festivals
ମହତାବଙ୍କ ୧୨୫ତମ ଜୟନ୍ତୀ ପାଳନ ପାଇଁ କେନ୍ଦ୍ର ସରକାର ଗଢ଼ିଲେ କମିଟି: ଅମିତ୍ ଶାହ ଅଧ୍ୟକ୍ଷ, ୨୩ଜଣ ସଦସ୍ୟ
ଆଜି ସଂସ୍କୃତି ମନ୍ତ୍ରଣାଳୟ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ସ୍ୱର୍ଗତ ଡଃ ହରେକୃଷ୍ଣ ମହତାବଙ୍କ ୧୨୫ତମ ଜନ୍ମ ଜୟନ୍ତୀ ପାଳନ ପାଇଁ ଭାରତ ସରକାର ଏକ ଉଚ୍ଚସ୍ତରୀୟ କମିଟି ଗଠନ କରିଛନ୍ତି।
Events & Festivals
ଲୋକସେବକ ମଣ୍ଡଳ ପକ୍ଷରୁ ଲାଲା ଲଜପତ ରାୟଙ୍କ ପୁଣ୍ୟତିଥି ପାଳିତ, ଯୋଗଦେଲେ ବୈଜୟନ୍ତ
ଲାଲା ଲଜପତ ରାୟଙ୍କ ଜୀବନୀ ଓ ଆଦର୍ଶ ଉପରେ ଆଲୋକପାତ କରିଥିଲେ ବୈଜୟନ୍ତ ପଣ୍ଡା।