ରଥଯାତ୍ରାରେ ଚାଲିବ ୩୧୫ ସ୍ବତନ୍ତ୍ର ଟ୍ରେନ୍

୧୫ ହଜାର ଯାତ୍ରୀ ପୁରୀ ଷ୍ଟେସନରେ ରହଣୀ ନେଇ ବ୍ୟବସ୍ଥା ହେବ ବୋଲି ସୂଚନା ଦେଇଛନ୍ତି ରେଳ ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ।

CM PhotoOR

ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ସହ ମୁଖ୍ୟମନ୍ତ୍ରୀ ଓ ଉପମୁଖ୍ୟମନ୍ତ୍ରୀ

Biswajit Samal
  • Published: Friday, 28 June 2024
  • Updated: 28 June 2024, 09:16 PM IST

Sports

Latest News

ରଥଯାତ୍ରାରେ ଚାଲିବ ୩୧୫ ସ୍ବତନ୍ତ୍ର ଟ୍ରେନ୍। ଗତ ବର୍ଷ ଅପେକ୍ଷା ଏଥର ଅଧିକ ଟ୍ରେନ୍ ଚାଲିବ। ଆଜି ଏନେଇ ସୂଚନା ଦେଇଛନ୍ତି ରେଳ ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ। ଦିଲ୍ଲୀ ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରେଳ ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କୁ ଭେଟିଥିଲେ। ମୁଖ୍ୟମନ୍ତ୍ରୀଙ୍କ ସମେତ ଦୁଇ ଉପମୁଖ୍ୟମନ୍ତ୍ରୀ ରେଳ ମନ୍ତ୍ରୀଙ୍କ ସହ ଆଲୋଚନା କରିଛନ୍ତି।

Also Read

ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା ପରେ ରେଳ ମନ୍ତ୍ରୀ ସ୍ବତନ୍ତ୍ର ଟ୍ରେନ୍ ଚଳାଚଳ ନେଇ ସୂଚନା ଦେଇଛନ୍ତି। ତାସହ ଏଥର ରଥଯାତ୍ରାରେ ଅଧିକ ବ୍ୟବସ୍ଥା ହେବ। ୧୫ ହଜାର ଯାତ୍ରୀ ପୁରୀ ଷ୍ଟେସନରେ ରହଣୀ ନେଇ ବି ବ୍ୟବସ୍ଥା ହେବ ବୋଲି ସେ ଦୋହରାଇଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story