‘ମୋବାଇଲ୍ ହିଁ କାଳ କଲା’ |Balabhadra Pahandi Accident |Ratha Yatra 2024 |Jagannath Swain Mohapatra |OR
Advertisment
ଆଡ଼ପ ପହଣ୍ଡି ମହାବିଭ୍ରାଟକୁ ନେଇ ସାରା ରାଜ୍ୟରେ ଉଦବେଗ। ଆଡ଼ପ ପହଣ୍ଡି ବେଳେ ବଡ଼ଠାକୁର ଶ୍ରୀବଳଭଦ୍ର ଚାରମାଳରେ ପଡ଼ିଯାଇଥିଲେ । ଏହାକୁ ନେଇ ଜଗନ୍ନାଥଙ୍କ ମୁଖ୍ୟ ବାଡ଼ଗ୍ରାହୀ ଜଗନ୍ନାଥ ସ୍ୱାଇଁ ମହାପାତ୍ର କହିଛନ୍ତି, ଯୁବ ସେବାୟତମାନେ କିଛି ମାନୁ ନାହାନ୍ତି। ରଥରେ ଦରକାରଠୁ ଅଧିକ ଗୁଣା ସେବାୟତ ଓ ଅଣସେବାୟତ ଚଢୁଛନ୍ତି। ରଥ ଉପରେ ସମସ୍ତ ସେବାୟତଙ୍କ ହାତରେ ମୋବାଇଲ । ଆଉ ତାହା ହିଁ କାଳ କଲା ।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us