ରଥରେ ବିରାଜିତ ଚତୁର୍ଦ୍ଧା ମୂରତି | Odisha Reporter
Advertisment
ରଥାରୁଢ଼ ହେଲେ ଚତୁର୍ଦ୍ଧା ମୂର୍ତ୍ତି । ଭାଇ ଭଉଣୀଙ୍କ ସହ ଜନ୍ମବେଦୀରୁ ରତ୍ନବେଦୀକୁ ବାହୁଡ଼ିବେ ମହାପ୍ରଭୁ। ଦେବଦଳନରେ ସୁଭଦ୍ରା, ତାଳଧ୍ୱଜରେ ବଳଭଦ୍ର ଓ ନନ୍ଦିଘୋଷ ରଥରେ ମହାପ୍ରଭୁ ଶ୍ରୀଜଗନ୍ନାଥ ରଥାରୁଢ଼ ହୋଇଛନ୍ତି। ଧାଡ଼ି ପହଣ୍ଡିରେ ଦଇତାଙ୍କ କାନ୍ଧରେ ଝୁଲି ଝୁଲି ଗୁଣ୍ଡିଚା ମନ୍ଦିରରୁ ଆସିଥିଲେ ଚତୁର୍ଦ୍ଧାମୂର୍ତ୍ତି। ପ୍ରଥମେ ସୁଦର୍ଶନ ମହାପ୍ରଭୁ ଧାଡ଼ି ପହଣ୍ଡିରେ ରଥାରୂଢ଼ ହେବା ପରେ ଶ୍ରୀବଳଭଦ୍ର ଓ ପରେ ଦେବୀ ସୁଭଦ୍ରାଙ୍କ ପହଣ୍ଡି ହୋଇଥିଲା। ଶେଷରେ ପହଣ୍ଡିରେ ଆସିଥିଲେ କାଳିଆ ସାଆନ୍ତ।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us