କେମିତି ପ୍ରସ୍ତୁତ ହୁଏ ଫୁଲୁରୀ ତେଲ ?

ଏହି ତେଲକୁ ହେରାପଞ୍ଚମୀ ତିଥିରୁ ବର୍ଷେ ପର୍ଯ୍ୟନ୍ତ ମାଟିତଳେ ପୋତା ଯାଇ ରଖାଯାଇଥାଏ। ଗୋଟିଏ ବର୍ଷ ପରେ ଘୁମାରେ ଥିବା ତେଲକୁ ମାଟିତଳୁ କଢା ଯାଇଥାଏ। ଯାହାକୁ ଫୁଲୁରୀ ତେଲ ବୋଲି କୁହାଯାଇଥାଏ।

Manoj Swain
  • Published: Thursday, 27 June 2024
  • Updated: 27 June 2024, 05:05 PM IST

Sports

Latest News

ଜ୍ୱରରେ ମହାପ୍ରଭୁ, ଆଜି ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ଲାଗି ହେବ ଫୁଲୁରୀ ତେଲ। ବଡ ଓଡ଼ିଆ ମଠ ପକ୍ଷରୁ ଏହି ଫୁଲୁରୀ ତେଲ ପ୍ରଦାନ କରାଯାଇଥାଏ। ହେରାପଞ୍ଚମୀ ତିଥିରେ ୨ଟି ମାଟି ନିର୍ମିତ ଘୁମାରେ ଘଣାପେଡା ରାଶିତେଲରେ ବିଭିନ୍ନ ଔଷଧୀୟ ଦ୍ରବ୍ୟ ମିଶ୍ରଣ କରାଯାଇଥାଏ। ପରେ ସେଥିରେ ଔଷଧୀୟ ଦ୍ରବ୍ୟ ସହ ଅନେକ ସୁବାସିତ ଫୁଲ ମିଶ୍ରଣ କରାଯାଇଥାଏ। ଏହି ତେଲକୁ ହେରାପଞ୍ଚମୀ ତିଥିରୁ ବର୍ଷେ ପର୍ଯ୍ୟନ୍ତ ମାଟିତଳେ ପୋତା ଯାଇ ରଖାଯାଇଥାଏ। ଗୋଟିଏ ବର୍ଷ ପରେ ଘୁମାରେ ଥିବା ତେଲକୁ ମାଟିତଳୁ କଢା ଯାଇଥାଏ। ଯାହାକୁ ଫୁଲୁରୀ ତେଲ ବୋଲି କୁହାଯାଇଥାଏ। ଏହି ତେଲ ଲଗାଇବା ପରେ ଶ୍ରୀଜିଉ ସ୍ନାନ ଜ୍ୱରରୁ ମୁକ୍ତି ପାଇବେ। କେମିତି ପ୍ରସ୍ତୁତ ହୁଏ ଫୁଲୁରୀ ତେଲ ? ଦେଖନ୍ତୁ...

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos