Advertisment

କେମିତି ପ୍ରସ୍ତୁତ ହୁଏ ଫୁଲୁରୀ ତେଲ ?

ଏହି ତେଲକୁ ହେରାପଞ୍ଚମୀ ତିଥିରୁ ବର୍ଷେ ପର୍ଯ୍ୟନ୍ତ ମାଟିତଳେ ପୋତା ଯାଇ ରଖାଯାଇଥାଏ। ଗୋଟିଏ ବର୍ଷ ପରେ ଘୁମାରେ ଥିବା ତେଲକୁ ମାଟିତଳୁ କଢା ଯାଇଥାଏ। ଯାହାକୁ ଫୁଲୁରୀ ତେଲ ବୋଲି କୁହାଯାଇଥାଏ।

Advertisment

ଜ୍ୱରରେ ମହାପ୍ରଭୁ, ଆଜି ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ଲାଗି ହେବ ଫୁଲୁରୀ ତେଲ। ବଡ ଓଡ଼ିଆ ମଠ ପକ୍ଷରୁ ଏହି ଫୁଲୁରୀ ତେଲ ପ୍ରଦାନ କରାଯାଇଥାଏ। ହେରାପଞ୍ଚମୀ ତିଥିରେ ୨ଟି ମାଟି ନିର୍ମିତ ଘୁମାରେ ଘଣାପେଡା ରାଶିତେଲରେ ବିଭିନ୍ନ ଔଷଧୀୟ ଦ୍ରବ୍ୟ ମିଶ୍ରଣ କରାଯାଇଥାଏ। ପରେ ସେଥିରେ ଔଷଧୀୟ ଦ୍ରବ୍ୟ ସହ ଅନେକ ସୁବାସିତ ଫୁଲ ମିଶ୍ରଣ କରାଯାଇଥାଏ। ଏହି ତେଲକୁ ହେରାପଞ୍ଚମୀ ତିଥିରୁ ବର୍ଷେ ପର୍ଯ୍ୟନ୍ତ ମାଟିତଳେ ପୋତା ଯାଇ ରଖାଯାଇଥାଏ। ଗୋଟିଏ ବର୍ଷ ପରେ ଘୁମାରେ ଥିବା ତେଲକୁ ମାଟିତଳୁ କଢା ଯାଇଥାଏ। ଯାହାକୁ ଫୁଲୁରୀ ତେଲ ବୋଲି କୁହାଯାଇଥାଏ। ଏହି ତେଲ ଲଗାଇବା ପରେ ଶ୍ରୀଜିଉ ସ୍ନାନ ଜ୍ୱରରୁ ମୁକ୍ତି ପାଇବେ। କେମିତି ପ୍ରସ୍ତୁତ ହୁଏ ଫୁଲୁରୀ ତେଲ ? ଦେଖନ୍ତୁ...

Advertisment
Odisha Ratha Yatra Puri
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe