ଶ୍ରୀଗୁଣ୍ଡିଚା ମନ୍ଦିର ସମ୍ମୁଖରେ ଲାଗିଲା ତିନି ରଥ । ରତ୍ନବେଦି ଛାଡ଼ି ଜନ୍ମବେଦି ଆସିଛନ୍ତି ମହାବାହୁ। ଅନୂକୁଳ ପାଗ ପାଇଁ ଲୋକାରଣ୍ୟ ପୁରୀ । ରଥ ଉପରେ ଦର୍ଶନ ଦେଉଛନ୍ତି ଚତୁର୍ଦ୍ଧାମୂର୍ତ୍ତି ।