Advertisment

କାଳିଆ ସାଆନ୍ତେଙ୍କୁ ଦେଖି ଭାବବିହ୍ୱଳ ହେଲେ ଶ୍ରଦ୍ଧାଳୁ

ଘଣ୍ଟଘଣ୍ଟା, ମୃଦଙ୍ଗ, ହରିବୋଲ, ହୁଳହୁଳିରେ ପ୍ରକମ୍ପିତ ଶ୍ରୀକ୍ଷେତ୍ର ।

author-image
Manoj Swain

ରତ୍ନବେଦୀରୁ ଜନ୍ମବେଦୀ ଅଭିମୁଖେ ଶ୍ରୀଜିଉ। ଘଣ୍ଟଘଣ୍ଟା, ମୃଦଙ୍ଗ, ହରିବୋଲ, ହୁଳହୁଳିରେ ପ୍ରକମ୍ପିତ ଶ୍ରୀକ୍ଷେତ୍ର । କାଳିଆ ସାଆନ୍ତେଙ୍କୁ ଦେଖି ଭାବବିହ୍ୱଳ ହେଲେ ଶ୍ରଦ୍ଧାଳୁ ।

Advertisment
Odisha Ratha Yatra Puri