Advertisment

ଆଜି ଶ୍ରୀଜିଉଙ୍କ ସୁନାବେଶ

ମହଣ ମହଣ ସୁନାରେ ବିଭୂଷିତ ହୋଇ ଦର୍ଶନ ଦେବେ ଚତୁର୍ଦ୍ଧାମୂର୍ତ୍ତି।

author-image
Manoj Swain

ଆଜି ଶ୍ରୀଜିଉଙ୍କ ସୁନାବେଶ। ମହଣ ମହଣ ସୁନାରେ ବିଭୂଷିତ ହୋଇ ଦର୍ଶନ ଦେବେ ଚତୁର୍ଦ୍ଧାମୂର୍ତ୍ତି। ସନ୍ଧ୍ୟା ୫ଟାରୁ ସାଢେ ୬ଟା ମଧ୍ୟରେ ହେବ ସୁନାବେଶ । ରାତି ୧୧ଟା ଯାଏଁ ଏହି ଦୁର୍ଲଭ ଓ ଦିବ୍ୟ ଦର୍ଶନ କରିବେ ଲକ୍ଷ ଲକ୍ଷ ଶ୍ରଦ୍ଧାଳୁ। ଏହି ଅବସରରେ ବଡ଼ଦାଣ୍ତରେ ଆଧ୍ୟାତ୍ମିକ ଓ ଭକ୍ତିମୟ ପରିବେଶ ସୃଷ୍ଟି ହୋଇଛି।

Advertisment
Odisha Puri Shreemandir Suna Besha