Advertisment

ଆଜି ଶ୍ରୀଜିଉଙ୍କ ସୁନାବେଶ

ମହଣ ମହଣ ସୁନାରେ ବିଭୂଷିତ ହୋଇ ଦର୍ଶନ ଦେବେ ଚତୁର୍ଦ୍ଧାମୂର୍ତ୍ତି।

Advertisment

ଆଜି ଶ୍ରୀଜିଉଙ୍କ ସୁନାବେଶ। ମହଣ ମହଣ ସୁନାରେ ବିଭୂଷିତ ହୋଇ ଦର୍ଶନ ଦେବେ ଚତୁର୍ଦ୍ଧାମୂର୍ତ୍ତି। ସନ୍ଧ୍ୟା ୫ଟାରୁ ସାଢେ ୬ଟା ମଧ୍ୟରେ ହେବ ସୁନାବେଶ । ରାତି ୧୧ଟା ଯାଏଁ ଏହି ଦୁର୍ଲଭ ଓ ଦିବ୍ୟ ଦର୍ଶନ କରିବେ ଲକ୍ଷ ଲକ୍ଷ ଶ୍ରଦ୍ଧାଳୁ। ଏହି ଅବସରରେ ବଡ଼ଦାଣ୍ତରେ ଆଧ୍ୟାତ୍ମିକ ଓ ଭକ୍ତିମୟ ପରିବେଶ ସୃଷ୍ଟି ହୋଇଛି।

Advertisment
Puri Shreemandir Suna Besha Odisha
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe