ଶରଧାବାଲିରୁ ଗଡ଼ିଲା ରଥ । ପ୍ରଥମେ ବଡ଼ ଠାକୁର ବଳଭଦ୍ରଙ୍କ ରଥଟଣା ଆରମ୍ଭ । ଘଣ୍ଟଘଣ୍ଟା, ହରିବୋଲ ଓ ହୁଳହୁଳିରେ ପ୍ରକମ୍ପିତ ପରିବେଶ ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Ratha Jatra
ରତ୍ନବେଦୀରେ ଶ୍ରୀଜିଉ; ଆଜିଠୁ ବାହାରିବ ନୀଳାଚଳ ଅବଢା
୧୩ ଦିନ ପରେ ନୀଳାଚଳ ଅବଢା ପାଇବାକୁ ଶ୍ରଦ୍ଧାଳୁଙ୍କ ମନରେ ଉତ୍କଣ୍ଠା ଦେଖାଦେଇଛି।
Ratha Jatra
ରତ୍ନଭଣ୍ଡାରରେ ଖାଲି ଅଳଙ୍କାର ନୁହେଁ, ଗଚ୍ଛିତ ଅଛି ରାଜା ରାଜୁଡ଼ା ଅମଳର ଯୁଦ୍ଧାସ୍ତ୍ର ଓ ମୁକୁଟ
ଜଷ୍ଟିସ୍ ରଥ କହିଛନ୍ତି, ଭିତର ରତ୍ନଭଣ୍ଡାର ସିନ୍ଦୁକ ଓ ଆଲମିରାରେ କିଛି ଯୁଦ୍ଧ ସାମଗ୍ରୀ ରହିଛି। ସେଥିରେ କେତେକ ତେଣ୍ଟା ବର୍ଛା ଆଦି ଥିବା ଦେଖିବାକୁ ମିଳିଛି। ତେବେ ସେ ଅସ୍ତ୍ରଶସ୍ତ୍ର ଗୁଡ଼ିକ କଳା ପଡ଼ିଯାଇଥିବାରୁ ତାହା କେଉଁ ଧାତୁରେ ତିଆରି ଜଣାପଡ଼ିନି।
Ratha Jatra
ସରିଲା ଲୀଳାଖେଳା, ଆଜି ନୀଳକନ୍ଦର ଫେରିବେ ନୀଳମଣି
ମହାପ୍ରଭୁଙ୍କର ୧୨ ଦିନର ମାନବୀୟ ଲୀଳାଖେଳାର ଆଜି ଅନ୍ତିମ ପର୍ବ ନୀଳାଦ୍ରିବେଜି। ରଥ ଉପରୁ ରତ୍ନସିଂହାସନକୁ ବିଜେ କରିବେ ମହାପ୍ରଭୁ।
Ratha Jatra
ଆଜି ଶ୍ରୀଜିଉଙ୍କ ଅଧରପଣା ନୀତି, କାଲି ନିଳାଦ୍ରୀ ବିଜେ
ଅଧରପଣା ନୀତିକାନ୍ତି ଠିକ୍ ଭାବେ ତୁଲାଇବାକୁ ମନ୍ଦିର ପ୍ରଶାସନ ଓ ଜିଲ୍ଲା ପ୍ରଶାସନ ପକ୍ଷରୁ ବ୍ୟାପକ ଆୟୋଜନ କରାଯାଇଛି।