ଶରଧାବାଲିରୁ ଗଡ଼ିଲା ରଥ । ପ୍ରଥମେ ବଡ଼ ଠାକୁର ବଳଭଦ୍ରଙ୍କ ରଥଟଣା ଆରମ୍ଭ । ଘଣ୍ଟଘଣ୍ଟା, ହରିବୋଲ ଓ ହୁଳହୁଳିରେ ପ୍ରକମ୍ପିତ ପରିବେଶ ।