ଆଜି ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା | Odisha Reporter
ସରିଲା ଜନ୍ମବେଦୀରେ ଲୀଳାଖେଳା। ଗୁଣ୍ଡିଚା ମନ୍ଦିରରୁ ମେଲାଣି ନେବେ ମହାବାହୁ। ଆଜି ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା। ଭାଇ ଭଉଣୀଙ୍କୁ ଧରି ଶ୍ରୀମନ୍ଦିର ଅଭିମୁଖେ ବାହୁଡ଼ିବେ ମହାବାହୁ। ଶୁଣନ୍ତୁ କ’ଣ କହୁଛନ୍ତି ପଣ୍ଡିତ ସୂର୍ଯ୍ୟନାରାୟଣ ରଥଶର୍ମା ..
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
