ସମ୍ବଲପୁର ଶୀତଳ ଷଷ୍ଠୀ ଯାତ୍ରାର ଆଜି ଆଦ୍ୟ ପର୍ବ। ଶିବ ବିବାହ ପାଇଁ ଆଜି ଥାଳ ଉଠା ସହ କନ୍ୟା ମାତା ପିତା ଚୟନ କରାଯିବ। ଆଜି ଅପରାହ୍ନରେ ବିଭିନ୍ନ ଶିବାଳୟରେ ପାରମ୍ପରିକ ରୀତିନୀତିରେ ପୂଜାର୍ଚ୍ଚନା ପରେ ମନ୍ଦିରରୁ ଥାଳ ଉଠିବ ଏବଂ ଶୀତଳଷଷ୍ଠୀ ଯାତ୍ରା ପାଇଁ ଦାନ ଓ ଅନୁଦାନ ସଂଗ୍ରହ କରାଯିବ।
ବିଭିନ୍ନ ମନ୍ଦିରର ଶୀତଳଷଷ୍ଠୀ ଯାତ୍ରା କମିଟି ଯାତ୍ରା ପାଇଁ ଦାନ ସଂଗ୍ରହ କାମ ଆରମ୍ଭ କରିବେ। ଏଥିସହିତ ଚୟନ ହୋଇଥିବା ନୂଆ କନ୍ୟା ପିତା ମାତା ମଧ୍ୟ ଦେବୀ ପାର୍ବତୀଙ୍କ ବିବାହ ପାଇଁ ପ୍ରସ୍ତୁତି ଆରମ୍ଭ କରିବେ। ପ୍ରତିବର୍ଷ ଅକ୍ଷୟ ତୃତୀୟା ଦିନ ଶୀତଳଷଷ୍ଠୀ ପାଇଁ ଥାଳ ଉଠାର ପରମ୍ପରା ରହି ଆସିଛି।
Also Read
ପ୍ରସିଦ୍ଧ ଶୀତଳଷଷ୍ଠୀ ଯାତ୍ରା ପୌରାଣିକ କଥାବସ୍ତୁ ଉପରେ ପର୍ଯ୍ୟବସିତ। ଜ୍ୟୈଷ୍ଠ ଶୁକ୍ଳ ପଞ୍ଚମୀ ତିଥିରେ ମା' ପାର୍ବତୀ ଓ ଶିବ ଶଙ୍କରଙ୍କର ବିବାହ ଉତ୍ସବ ଏବଂ ତା’ପରଦିନ ଶୀତଳଷଷ୍ଠୀ ଯାତ୍ରା ପାଳନ କରାଯାଏ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Events & Festivals
ଆରମ୍ଭ ହେଲା ରଥଯାତ୍ରାର ଆଦ୍ୟ ପର୍ବ; ନୟାଗଡ଼ରେ ପହଞ୍ଚିଲା ଆଜ୍ଞାମାଳ
ଶ୍ରୀମନ୍ଦିର ପ୍ରଶାସନର ୩ ଜଣିଆ ପ୍ରତିନିଧି ଦଳ ମହାପ୍ରଭୁଙ୍କ ଆଜ୍ଞାମାଳ ନେଇ ନୟାଗଡ଼ରେ ପହଞ୍ଚିବା ପରେ ସମସ୍ତଙ୍କୁ ସ୍ୱାଗତ କରାଯାଇଛି।
Events & Festivals
ଆଜି ପବିତ୍ର ଧନୁ ସଂକ୍ରାନ୍ତି, ମହାପ୍ରଭୁଙ୍କଠାରେ ଲାଗିହେଲା ପହିଲି ଭୋଗ
ଆଜି ପବିତ୍ର ଧନୁ ସଂକ୍ରାନ୍ତ। ଆଜିଠୁ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପହିଲି ଭୋଗ ଆରମ୍ଭ ହୋଇଛି।
Events & Festivals
ଗୌରବିହାର ଆଶ୍ରମରେ ରାଧାକୃଷ୍ଣଙ୍କ ପାଖରେ ଲାଗି ହେଲା ୮୫୧ ପ୍ରକାରର ବ୍ୟଞ୍ଜନ
ପୁରୀ ବେଳାଭୂମି ଠାରୁ ମାତ୍ର ୨ କିଲୋମିଟର ଦୂରରେ ଅବସ୍ଥିତ ଗୌଡ଼ୀୟ ସମ୍ପ୍ରଦାୟର ଆଶ୍ରମ ଗୌରବିହାର ଆଶ୍ରମ ବା ମାତା ମଠରେ ପ୍ରତି ବର୍ଷ ବ୍ୟଞ୍ଜନ ଦ୍ୱାଦଶୀ ପାଳିତ ହୋଇଆସୁଛି।
Events & Festivals
ବରଗଡ଼ ଧନୁଯାତ୍ରା: କଂସ ଭୂମିକାରେ ଅଭିନୟ କରିବେ ଭୁବନେଶ୍ୱର ପ୍ରଧାନ
ଭୁବନେଶ୍ୱର ପ୍ରଧାନ ପୂର୍ବରୁ ବିଶ୍ଵ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବରେ କଂସ ଭୂମିକାରେ ଅଭିନୟ କରି ସାରିଛନ୍ତି।
Accident
ଦୁଇଟି ବାଇକ୍କୁ ଧକ୍କା ଦେଇ ଓଲଟିଲା ପିକ୍ଅପ୍ ଭ୍ୟାନ୍, ୮ ଷଣ୍ଢ ମୃତ
ଦୁଇଟି ବାଇକ୍କୁ ଧକ୍କା ଦେଇ ଏକ ପିକ୍ଅପ୍ ଓଲଟି ପଡ଼ିବାରୁ ୮ ଷଣ୍ଢଙ୍କ ମୃତ୍ୟୁ ଘଟିଛି।