Advertisment

‘ରାତି ସାରା ମହାପ୍ରଭୁଙ୍କ ଦର୍ଶନ ମିଳିବ’

ଆଜି ରାତିସାରା ଶ୍ରୀମନ୍ଦିର ଖୋଲା ରହିବ ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ ଦାସ ସୂଚନା ଦେଇଛନ୍ତି।

Advertisment

ଆସନ୍ତାକାଲି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା। ରାଜରାଜେଶ୍ୱର ବା ସୁନାବେଶରେ ଭକ୍ତଙ୍କୁ ଦର୍ଶନ ଦେବେ ଶ୍ରୀଜିଉ। ମହାପ୍ରଭୁଙ୍କୁ ଦର୍ଶନ କରିବା ପାଇଁ ଶ୍ରୀକ୍ଷେତ୍ରରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହେବ। ଏଥିପାଇଁ ଆଜି ରାତିସାରା ଶ୍ରୀମନ୍ଦିର ଖୋଲା ରହିବ ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ ଦାସ ସୂଚନା ଦେଇଛନ୍ତି।

Advertisment
Puri Shreemandir Odisha
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe