ଆସନ୍ତା ଡିସେମ୍ବର ମାସ ୬ତାରିଖରୁ ଷଷ୍ଠ ରାଜ୍ୟ ପୁସ୍ତକ ମହୋତ୍ସବ ଅନୁଷ୍ଠିତ ହେବ । ରାଜଧାନୀ ଭୁବନେଶ୍ୱରର ଇଡକୋ ପ୍ରଦର୍ଶନୀ ପଡ଼ିଆରେ ରାଜ୍ୟ ଓଡ଼ିଆ ଭାଷା,ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ଆୟୋଜିତ ଏହି ପୁସ୍ତକ ମେଳା ୧୨ଦିନ ଧରି ଚାଲିବ ବୋଲି ଜଣାପଡ଼ିଛି ।
Also Read
ସୂଚନା ଅନୁସାରେ, ଚଳିତବର୍ଷ ରାଜ୍ୟ ସରକାରଙ୍କ ପକ୍ଷରୁ ଆୟୋଜିତ ରାଜ୍ୟସ୍ତରୀୟ ପୁସ୍ତକ ମେଳା ପ୍ରତ୍ୟେହ ଦିନ ୧୧ଟାରୁ ରାତି ୯ଟା ପର୍ଯ୍ୟନ୍ତ ଚାଲିବ। ଏହି ପୁସ୍ତକ ମହୋତ୍ସବ ପାଇଁ ସରକାର ବିଭିନ୍ନ ସଂସ୍ଥାଠୁ ଷ୍ଟଲ ବୁକିଂ ପାଇଁ ଆବେଦନପତ୍ର ଆହ୍ୱାନ କରିଛନ୍ତି । ଏହି ପୁସ୍ତକ ମେଳାରେ ପ୍ଲାଷ୍ଟିକ ଓ ପଲିଥିନ ବ୍ୟାଗ୍ ବ୍ୟବହାର ନିଷିଦ୍ଧ କରାଯାଇଛି ।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Events & Festivals
ବରଗଡ଼ ଧନୁଯାତ୍ରା: କଂସ ଭୂମିକାରେ ଅଭିନୟ କରିବେ ଭୁବନେଶ୍ୱର ପ୍ରଧାନ
ଭୁବନେଶ୍ୱର ପ୍ରଧାନ ପୂର୍ବରୁ ବିଶ୍ଵ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବରେ କଂସ ଭୂମିକାରେ ଅଭିନୟ କରି ସାରିଛନ୍ତି।
Accident
ଦୁଇଟି ବାଇକ୍କୁ ଧକ୍କା ଦେଇ ଓଲଟିଲା ପିକ୍ଅପ୍ ଭ୍ୟାନ୍, ୮ ଷଣ୍ଢ ମୃତ
ଦୁଇଟି ବାଇକ୍କୁ ଧକ୍କା ଦେଇ ଏକ ପିକ୍ଅପ୍ ଓଲଟି ପଡ଼ିବାରୁ ୮ ଷଣ୍ଢଙ୍କ ମୃତ୍ୟୁ ଘଟିଛି।
Events & Festivals
ବାଲୁକା କଳା ଉତ୍ସବ ପାଇଁ ସଜେଇ ହେଉଛି ଚନ୍ଦ୍ରଭାଗା ବେଳାଭୂମି
ଡିସେମ୍ବର ୧ ତାରିଖଠାରୁ ୫ ତାରିଖ ପର୍ଯ୍ୟନ୍ତ ୫ ଦିନ ଧରି ଚନ୍ଦ୍ରଭାଗାର ସ୍ୱର୍ଣ୍ଣାଭ ବେଳାଭୂମିରେ ଆୟୋଜିତ ହେବାକୁ ଯାଉଛି ୧୪ତମ ଆନ୍ତର୍ଜାତୀକ ବାଲୁକା କଳା ଉତ୍ସବ। ସେଥିପାଇଁ ଚନ୍ଦ୍ରଭାଗା ବେଳାଭୂମି ବେଶ ଉତ୍ସବ ମୁଖର ହୋଇଛି।
Events & Festivals
ବିଶ୍ୱ ଏଡସ୍ ଦିବସ: ଧାରଣା ଓ ବାସ୍ତବତା
ପ୍ରତିବର୍ଷ ଡିସେମ୍ବର ୧କୁ ବିଶ୍ୱ ଏଡସ୍ ଦିବସ ରୂପେ ପାଳନ କରାଯାଉଛି।
Events & Festivals
ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି, ୫ ଘଣ୍ଟା ଦର୍ଶନ ବନ୍ଦ
ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ। ।